Odisha Link
Bridging the Missing Links in Odisha
Daily Archives

March 2, 2021

ଆରଆରବି ପରୀକ୍ଷାର୍ଥୀଙ୍କୁ ହୋମ୍…

ଭୁବନେଶ୍ୱର: ଆରଆରବି ପରୀକ୍ଷାର୍ଥୀଙ୍କୁ ହୋମ୍ କ୍ୱାରେଣ୍ଟାଇନ ମନା ହୋଇଛି। ମାର୍ଚ୍ଚ ୩ରୁ ମାର୍ଚ୍ଚ ୩୧ ତାରିଖ ମଧ୍ୟରେ ଭୁବନେଶ୍ୱରରେ ଆରଆରବି ପରୀକ୍ଷା ଅନୁଷ୍ଠିତ ହେବ। ଏଥିରେ ବାହାର ରାଜ୍ୟ ବିଶେଷକରି ଛତିଶଗଡ଼ରୁ ପ୍ରାୟ ୧୦ ହଜାର ୫ ଶହ ଜଣ ଛାତ୍ରଛାତ୍ରୀ ଭାଗ ନେବେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ…

୭ରେ ବିଜେପିର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆଗାମୀ ମାର୍ଚ୍ଚ ୬ ଓ ୭ରେ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହେବ। ମାର୍ଚ୍ଚ ୬ ରେ…

ଦୃଢ଼ ପ୍ରତିବାଦ କରିବ ମହିଳା ମୋର୍ଚ୍ଚା:…

ଭୁବନେଶ୍ୱର: ରାଜ୍ୟ ମହିଳା ମୋର୍ଚ୍ଚାର ପ୍ରଥମ ପଦାଧିକାରୀ ବୈଠକ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ସଭାପତି ସମୀର ମହାନ୍ତି ଯୋଗ ଦେଇ ତ୍ରିସ୍ତରୀୟ ଭାବେ ସଙ୍ଗଠନକୁ ଆଗକୁ ନେବା ପାଇଁ…

ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରିବାରକୁ…

ଭୁବନେଶ୍ୱର: ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରିବାରକୁ ଖୋର୍ଦ୍ଧା ଜିଲ୍ଲାପାଳ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିଛନ୍ତି। ଆଜି ୧୫ଲକ୍ଷ ଟଙ୍କା ଚେକ୍ ସାମ୍ବାଦିକ ପ୍ରବୀରଙ୍କ ପତ୍ନୀ ସୁସ୍ମିତା ସ୍ବାଇଁଙ୍କୁ ପଦାନ କରାଯାଇଛି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରବୀରଙ୍କ…

ଓଡ଼ିଶାକୁ ଇସ୍ପାତ୍‌ର ପେଣ୍ଠସ୍ଥଳିରେ…

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଆର୍ସେଲର ମିତଲର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଲକ୍ଷ୍ମୀନିବାସ ମିତଲ ଏବଂ ସିଇଓ ଆଦିତ୍ୟ ମିତଲଙ୍କ ସହ ଆୟୋଜିତ ଏକ ବୈଠକରେ ଓଡିଶାରେ ଇସ୍ପାତ୍ ଇତ୍ପାଦନ ଓ ଖଣି କ୍ଷେତ୍ରର ଅଭିବୃଦ୍ଧି ଏବଂ କମ୍ପାନୀର ସଂପ୍ରସାରଣ…

ସଂହତି ଓ ପ୍ରୟାସ ଯୋଜନାର ଲୋକାର୍ପଣ କଲେ…

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂହତି ଓ ପ୍ରୟାସ ଯୋଜନାର ଲୋକାର୍ପଣ କରିଛନ୍ତି। ୬୮ଟି ନୂଆ ଛାତ୍ରାବାସ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ର ଓ ଛାତ୍ରୀ ନିବାସ ରହିଛି। ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ…

ରାଜ୍ୟରେ ପୁଣି ବଦଳିଲା ସ୍କୁଲ ସମୟ

ଭୁବନେଶ୍ବର:  ପ୍ରଚଣ୍ଡ ଖରା ପାଇଁ ସକାଳୁଆ ସ୍କୁଲର ସମୟ ପରିବର୍ତ୍ତନ କଲା ସ୍କୁଲ ଓ ଗଣଶିକ୍ଷା ବିଭାଗ। ତେବେ ନବମ, ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ସ୍କୁଲ ସମୟ ଅପରିବର୍ତ୍ତିତ ଥିବାବେଳେ କେବଳ ଦଶମ, ଦ୍ୱାଦଶ ପିଲାଙ୍କ ପାଇଁ ସ୍କୁଲ ସମୟ ପରିବର୍ତ୍ତନ କରିଛି ବିଭାଗ। ତେବେ ଦଶମ, ଦ୍ୱାଦଶ…

ସୋଆର ୮୫ ପ୍ରତିଶତ ଇଞ୍ଜିନିୟରିଂ…

ଭୁବନେଶ୍ୱର: ଉଚ୍ଚଶିକ୍ଷା କ୍ଷେତ୍ରରେ ଓଡ଼ିଶାର ଏକ ନମ୍ବର ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର ୨୦୨୧ ବ୍ୟାଚ୍‌ର ୮୫ ପ୍ରତିଶତ ଇଞ୍ଜିନିୟରିଂ ଛାତ୍ରଛାତ୍ରୀ ପ୍ରମୁଖ କମ୍ପାନୀଗୁଡ଼ିକରେ ଉଚ୍ଚମାନର ନିଯୁକ୍ତି…

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା: କାଲି…

ଭୁବନେଶ୍ୱର: ୨୨ ବର୍ଷ ପରେ ପୁଲିସ ହାତରେ ଧରାପଡିଛି ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ। ଆସନ୍ତାକାଲି ବିବନର ଟିଆଇ ପରେଡ଼ ହେବ। ଝାରପଡ଼ା ଜେଲ ପରିସରରେ ଜେଏମଏଫସି ସୃଜାଲିନ ମହାନ୍ତି ଟିଆଇ ପରେଡ଼ କରିବେ। ସିବିଆଇ ସ୍ପେଶିଆଲ ଜଜ କୋର୍ଟ ଏଥିପାଇଁ…

ବିବନକୁ କିଏ ଫେରାର କଲା ସାମ୍ନାକୁ ଆସୁ:…

ଭୁବନେଶ୍ବର: ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ୨୨ ବର୍ଷ ପରେ ପୁଲିସ ହାତରେ ଧରାପଡିଛି। ଏବେ ସିବିଆଇ ତାକୁ ରିମାଣ୍ଡରେ ଆଣିବା ସହ ଟିଆଇ ପରେଡ଼ କରିବାକୁ ଯୋଜନା କରିଛି। ଟିଆଇ ପରେଡ଼ ପାଇଁ ସିବିଆଇର ଆବେଦନ ପରେ ଅଞ୍ଜନା ତାଙ୍କ ପ୍ରତିକ୍ରିୟା…