Odisha Link
Bridging the Missing Links in Odisha
Daily Archives

March 3, 2021

ରାଷ୍ଟ୍ରପତି ନେଲେ କରୋନା ଟିକା

ନୂଆଦିଲ୍ଲୀ: କରୋନା ମହାମାରୀ ବିରୋଧରେ ସବୁଠାରୁ ବଡ଼ ଟିକା କରଣ ଅଭିଯାନ ଭାରତରେ ଚାଲୁ ରହିଛି। ଏହି କ୍ରମରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆର.ଆର୍ ହସ୍ପିଟାଲରେ କୋଭିଡ-୧୯ ଟିକାର ପ୍ରଥମ ଡୋଜ ନେଇଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍ ଶାହା, ରକ୍ଷାମନ୍ତ୍ରୀ…

କୋଟିଆ ପ୍ରସଙ୍ଗ: ଆଇନଗତ ସହାୟତ ମାଗିଲେ…

ଭୁବନେଶ୍ବର: କୋଟିଆରେ ଆନ୍ଧ୍ରର ଜବରଦଖଲ ପ୍ରସଙ୍ଗରେ ଆଇନଗତ ସହାୟତ ଲୋଡ଼ିଛନ୍ତି ଓଡିଶା ସରକାର। କୋରାପୁଟ ଜିଲ୍ଲା କୋଟିଆ ପ୍ରସଙ୍ଗରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅନଙ୍ଗ ପଟ୍ଟନାୟକଙ୍କ ସହାୟତା ଲୋଡ଼ିଛନ୍ତି ସରକାର। ଆଡଭୋକେଟ୍ ଜେନେରାଲ ଅଶୋକ ପରିଜାଙ୍କ ଅନୁରୋଧ କ୍ରମେ ଆଇନଗତ ସହାୟତା…

କରୋନା: ରାଜ୍ୟରେ ଚିହ୍ନଟ ହେଲେ ୯୭…

ଭୁବନେଶ୍ବର: ଦୀଘ ଦିନ ପରେ ପୁଣି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୪୪୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍…

ଶିମିଳିପାଳରେ ନିଆଁ ଏସିଆ ପାଇଁ ଭଲ…

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲାଗିବା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ଟ୍ବିଟ କରି କେନ୍ଦ୍ର ମନ୍ତ୍ରୀ ଲେଖିଛନ୍ତି ଯେ, ଶିମିଳିପାଳ ଜଙ୍ଗଳ ଜଳିବା ଏସିଆ ପାଇଁ ଭଲ ସଙ୍କେତ ନୁହେଁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ଏହି ଘଟଣା…

୮ଲକ୍ଷ ଟଙ୍କା ପାଇଁ ଯୁବକଙ୍କୁ ପଣବନ୍ଦୀ

ସୋର: ଅପହରଣ ପରେ ମୁଣ୍ଡରେ ବନ୍ଧୁକ ଲଗାଇ ମାରିଦେବାକୁ ଧମକ୍‌। ୮ ଲକ୍ଷ ଟଙ୍କା ପାଇଁ ଯୁବକ ହୋଇଛନ୍ତି ପଣବନ୍ଦୀ। ଟଙ୍କା ନଦେଲେ ହାତ ଗୋଡ ବାନ୍ଧି ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ ହୋଇଛି। ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ସୋର ଥାନା କେଶପୁର ଗାଁର ତାପସ କୁମାର ମହାନ୍ତି ୮ ବର୍ଷ ଧରି…

ଶିମିଳିପାଳ ଜଙ୍ଗଲରେ ନିଆଁ : ଅନୁଧ୍ୟାନ…

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲାଗିବା ନେଇ ସକ୍ରିୟ ହୋଇଉଠିଛନ୍ତି ରାଜ୍ୟ ସରକାର। ଅନୁଧ୍ୟାନ ପାଇଁ ଶିମିଳିପାଳ ଯାଉଛନ୍ତି ୱାଇଲ୍ଡ ଲାଇଫ ପିସିସିଏଫ୍। ନିଆଁ କେମିତି ଲାଗିଛି, କାହିଁକି ଲାଗିଲା, ୱାଇଲ୍‌ଡ ଲାଇଫ୍‌ ପିସିସିଏଫ ତାହା ଅନୁଧ୍ୟାନ କରିବେ। ଏନେଇ ସ୍ଥାନୀୟ ଅଧିକାରୀଙ୍କ ସହ…

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ…

କଟକ: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମବାର୍ଷିକୀ ଉପଲକ୍ଷେ ଆସନ୍ତା ୫ ତାରିଖରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ କଟକସ୍ଥିତ ବିଜୁବାବୁଙ୍କ ଜନ୍ମସ୍ଥାନ ଆନନ୍ଦ ଭବନଠାରୁ ଭୁବନେଶ୍ବରସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଏକ ବିଶାଳ ସାଇକେଲ୍‌ ଯାତ୍ରାର ଆୟୋଜନ କରାଯିବ। ଏହି…

ମଞ୍ଚେଶ୍ବରରେ ଚାଞ୍ଚଲ୍ୟ: ସ୍ତ୍ରୀଙ୍କୁ…

ଭୁବନେଶ୍ୱର: ସ୍ତ୍ରୀଙ୍କୁ ନିସ୍ତୁକ ପିଟିଲେ ସ୍ୱାମୀ। ଫଳରେ ପତ୍ନୀ ଚେତା ହରାଇ ତଳେ ପଡ଼ିଗଲେ। ମାଡ଼ରେ ସ୍ତ୍ରୀ ମରିଗଲେ ବୋଲି ଭାବି ସ୍ୱାମୀ ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ରଙ୍ଗମାଟିଆ ଗ୍ରାମରେ। ମୃତ ବ୍ୟକ୍ତିଙ୍କ ନାମ ପ୍ରଦୀପ୍ତ କୁମାର ପାତ୍ର।…

ତାତିରୁ ସାମାନ୍ୟ ଆଶ୍ୱସ୍ତି, ୪ ତାରିଖ…

ଭୁବନେଶ୍ୱର: ମାର୍ଚ୍ଚ ପହିଲାରୁ ରାଜ୍ୟରେ ଅନୁଭୁତ ହେଉଛି ପ୍ରଚଣ୍ଡ ତାତି। ଫଳରେ ଦିନ ୧୧ଟା ପରେ ବହାରକୁ ବାହାରିବା କଷ୍ଟକର ହୋଇ ପଡ଼ୁଛି। କିନ୍ତୁ ଏବେ ତାତିରୁ ହାଲୁକା ଆଶ୍ୱସ୍ତି ମିଳିଛି । ଅଧିକାଂଶ ସ୍ଥାନରେ ପାରଦ ସାମାନ୍ୟ କମିଛି। ବିଶେଷ କରି ଉତ୍ତପ୍ତ ପିଣ୍ଡ ପାଲଟିଯାଇଥିବା ଭୁବନେଶ୍ୱର ୪ ଦିନ ପରେ…

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା: ଆଜି…

ଭୁବନେଶ୍ବର: ବହୁ ଚର୍ଚ୍ଚିତ ବାରଙ୍ଗ ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ବାଳକୁ ୪ ଓ ୫ ତାରିଖ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ ଟିମ୍। ତା ପୂର୍ବରୁ ଆଜି ଜେଲରେ ଥିବା ବିବନର ଟିଆଇ ପରେଡ କରାଯିବ। ଭୁବନେଶ୍ବର ଜେଏମଏଫସିଙ୍କ ଉପସ୍ଥିତରେ ଝାରପଡା ଜେଲ୍ ଭିତରେ ଟିଆଇ ପରେଡ଼ ହେବ। ଏହି…