ରାଜ୍ୟରେ କରୋନା: ୯୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୬୨୦ରେ ପହଞ୍ଚିଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 4th March
New Positive Cases: 91
In quarantine: 53
Local contacts: 38(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 12
3. Bhadrak: 9
4. Balangir: 1
5. Boudh: 1
6. Cuttack: 1— I & PR Department, Odisha (@IPR_Odisha) March 5, 2021
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୧୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୪୮୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୪୨୭୧୭୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Comments are closed.