Odisha Link
Bridging the Missing Links in Odisha
Daily Archives

March 8, 2021

ଆଜିଠୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିବ ତାତି

ଭୁବନେଶ୍ବର: ଆଜିଠୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିବ ତାତି। ପାରଦ ୪୦ ଡିଗ୍ରୀ ଅତିକ୍ରମ କରିବା ସହ ତାତି ବଢ଼ିବ। ଦକ୍ଷିଣ ଆଭ୍ୟନ୍ତରୀଣ ଓ କେନ୍ଦ୍ରୀୟ ଓଡ଼ିଶାର କେତେକ ସ୍ଥାନରେ ଭୀଷଣ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଏପରି ତାତି ଲାଗି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

ଆଜି ପ୍ରକାଶ ପାଇବ ଜେଇଇ ମେନ୍ ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଜେଇଇ ମେନ୍ ରେଜଲ୍ଟ। ସମଗ୍ର ଦେଶରୁ ୬ ଲକ୍ଷ ୬୧ ହଜାର ୭୭୬ ଜଣ ପିଲା ମେନ୍ ପରୀକ୍ଷା ଦେଇଥିଲେ। ପରୀକ୍ଷା ଫଳ jeemain.nta.nic.in ଓ nta.ac.in ୱେବସାଇଟରେ ଉପଲବ୍ଧ ହେବ। ଗତ ଫେବୃଆରୀ ୨୩ରୁ ୨୬ ତାରିଖ ପର୍ଯ୍ୟନ୍ତ ଜେଇଇ ମେନ୍ ପରୀକ୍ଷା ହୋଇଥିଲା। ସୂଚନାଯୋଗ୍ୟ,…

ଆଜି ଅନ୍ତର୍ଜାତୀୟ ମହିଳା ଦିବସ

ଭୁବନେଶ୍ଵର: ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ସମାଜରେ ମହିଳାଙ୍କୁ ସମ୍ମାନ, ସମାନ ମର୍ଯ୍ୟାଦା ଏବଂ ମହିଳାଙ୍କ ସଶକ୍ତୀକରଣ ପାଇଁ ପ୍ରତି ବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ରୂପେ ପାଳନ କରାଯାଉଛି। ସମାଜରେ ମହିଳା ଉପରେ ହେଉଥିବା ନିର୍ଯ୍ୟାତନାକୁ ରୋକିବା ଏବଂ ସେମାନଙ୍କୁ ନ୍ୟାୟ…