ରାଜ୍ୟରେ କରୋନା: ୫୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୮୬୦ ଜଣକୁ ବଢ଼ିଛି। ୩୪ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୨୩ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
Covid-19 Report For 8th March
New Positive Cases:57
In quarantine: 34
Local contacts: 23(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Bargarh: 2
3. Balangir: 1
4. Cuttack: 8
5. Deogarh: 2
6. Jajpur: 3— I & PR Department, Odisha (@IPR_Odisha) March 9, 2021
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ୍ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୮୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୨୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୫୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୫୧୨୨୩୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Comments are closed.