Odisha Link
Bridging the Missing Links in Odisha
Daily Archives

March 12, 2021

ଭାରତ ଆସିବେ ଆମେରିକା ପ୍ରତିରକ୍ଷା…

ନୂଆଦିଲ୍ଲୀ: ଆସନ୍ତା ୧୯ ତାରିଖରେ ଭାରତ ଗସ୍ତରେ ଆସିବେ ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଲୟର୍ଡ ଅଷ୍ଟିନ। ସେ ତାଙ୍କ ଗସ୍ତ କାଳରେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଅନ୍ୟ ବରିଷ୍ଠ ନେତାମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହି ଚାରି ଦିନିଆ ଗସ୍ତ…

ଘୋଷଣା ହେଲା କେନ୍ଦ୍ର ବାଳ ଓ ଯୁବସାହିତ୍ୟ…

ନୂଆଦିଲ୍ଲୀ: କେନ୍ଦ୍ର ସାହିତ୍ୟ ଏକାଡେମୀ ବାଳ ଓ ଯୁବ ସାହିତ୍ୟ ପୁରସ୍କାର ଘୋଷଣା ହୋଇଛି। ଏଥର ୨୦ଟି ଭାଷାରେ ୨୦ ଜଣ ଲେଖକଙ୍କୁ ପୁରସ୍କାର ପାଇଁ ଚୟନ କରାଯାଇଥିବାର ଘୋଷଣା କରାଯାଇଥିବା ବେଳେ ଓଡ଼ିଆ, ନେପାଳି, ମାଲାୟାଲମ ଓ ରାଜସ୍ଥାନୀ ଭାଷାରେ ପୁରସ୍କାର ଘୋଷଣା କରାଯାଇ ନାହିଁ। ପରବର୍ତ୍ତୀ ସମୟରେ ଏହି…

ଡାକ୍ତରଖାନାରୁ ବାହାରିଲେ ପଶ୍ଚିମବଙ୍ଗ…

କଲିକତା: ଡାକ୍ତରଖାନାରୁ ସୁସ୍ଥ ହୋଇ ବାହାରିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଆଜି ଡାକ୍ତରୀ ଟିମ୍ ତାଙ୍କର ଅବସ୍ଥା ଯାଞ୍ଚ କରିବା ପରେ ହୁଇଲ ଚେୟାରରେ ତାଙ୍କୁ ଡିସଚାର୍ଜ କରିବାକୁ ଅନୁମତି ଦେଇଛନ୍ତି। ମମତାଙ୍କୁ ଏକ ହୁଇଲ ଚେୟାରରେ ବସାଇ ଡାକ୍ତରଖାନାରୁ ଅଣାଯାଇଛି। ପଶ୍ଚିମବଙ୍ଗରେ…

କେନ୍ଦ୍ରାପଡ଼ା ଗସ୍ତରେ ମିଶନ ଶକ୍ତି…

କେନ୍ଦ୍ରାପଡ଼ା: ମିଶନଶକ୍ତି କମିଶନର ସୁଜାତା କାର୍ତ୍ତିକେୟନ ଆଜି କେନ୍ଦ୍ରାପଡ଼ା ଗସ୍ତ କରିଛନ୍ତି। ମିଶନଶକ୍ତିକୁ ଏକ ସ୍ୱତନ୍ତ୍ର ବିଭାଗ କରାଯାଇଥିବା ବେଳେ ଏହି ବିଭାଗକୁ କିପରି ଲୋକାଭିମୁଖୀ କରାଯିବ, ମହିଳାମାନେ କିପରି ଉନ୍ନତି କରିବେ ଏବଂ ସରକାରଙ୍କ ଯୋଜନା କିପରି ମହିଳା ମାନଙ୍କ ପାଖରେ ପହଞ୍ଚିବ ସେ…

ପଶ୍ଚିମବଙ୍ଗର ପରିବର୍ତ୍ତନ ଯାତ୍ରା…

କୋଲିକାତା: ତିନିଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନନ୍ଦିଗ୍ରାମ ଏବଂ ହଳଦିଆ ବିଧାନସଭା ନିର୍ବାଚନ ମଣ୍ଡଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ଏହି ଅବସରରେ ନନ୍ଦିଗ୍ରାମ ବିଧାନସଭା ନିର୍ବାଚନ ମଣ୍ଡଳି ପାଇଁ ପ୍ରାର୍ଥୀ ହୋଇଥିବା ସୁଭେନ୍ଦୁ ଅଧିକାରୀଙ୍କ ପ୍ରାର୍ଥି…

ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କ ହଷ୍ଟେଲ…

ଭୁବନେଶ୍ବର: କରୋନା ସଂକ୍ରମଣ କରାଣରୁ ସାଧାରଣ ଲୋକଙ୍କୁ ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ଏହି ମହାମାରୀ ଯୋଗୁଁ ଲକ୍‌ଡାଉନ୍‌ ସମୟରେ ରାଜ୍ୟର ସମସ୍ତ ସରକାରୀ ବୈଷୟିକ ବିଶ୍ବବିଦ୍ୟାଳୟ, ଇଂଜିନିୟରିଂ କଲେଜ୍‌ ଓ ପଲିଟେକ୍‌ନିକ୍‌ ଏପ୍ରିଲ ୨୦୨୦ ଠାରୁ ଡିସେମ୍ବର ୨୦୨୦ ପର୍ଯ୍ୟନ୍ତ ବନ୍ଦ…

ଆଇଏମଏସ୍ ଆଣ୍ଡ ସମ୍‌ ହସ୍ପିଟାଲ୍‌ରେ…

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ସ୍ୱାସ୍ଥ୍ୟ ଅନୁଷ୍ଠାନ ଭାବେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ପୋଷ୍ଟ ଗ୍ରାଜୁଏଟ୍ ଡିପାର୍ଟମେଂଟ ଅଫ୍ ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ରେ ସୁରକ୍ଷିତ ରକ୍ତ ଅର୍ନ୍ତକ୍ଷେପଣ ନିମନ୍ତେ ଆଇଡି-ନାଟ୍ ବ୍ଲଡ୍ ସ୍କ୍ରିନିଂ ବ୍ୟବସ୍ଥା ଆରମ୍ଭ…

ଏପ୍ରିଲ ପହିଲାରୁ ଗଡ଼ିପାରେ ସବୁ ଟ୍ରେନ!

ଭୁବନେଶ୍ବର: ରେଳ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର। ଆସନ୍ତା ଏପ୍ରିଲ ୧ରୁ ପୂର୍ବତଟ ରେଳପଥ ଅଧିନରେ ଥିବା ସବୁ ପାସେଞ୍ଜର ଓ ଏକ୍ସପ୍ରେସ ଟ୍ରେନ ଚାଲିବାର ସମ୍ଭାବନା ରହିଛି। ଏ ସମ୍ପର୍କରେ ପୂର୍ବତଟ ରେଳପଥର ବରିଷ୍ଠ ଜନସଂପର୍କ ଅଧିକାରୀ। ସେ କହିଛନ୍ତି ଯେ, ବର୍ତ୍ତମାନ କୋଭିଡ କଟକଣା ଯୋଗୁଁ ୫୯ ଯୋଡ଼ା…

୭ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା…

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୧୧ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୱେଲୋ ୱାର୍ଣ୍ଣିଂ ଜାରି କରିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୧ ଜିଲ୍ଲାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ଏବଂ ବଜ୍ରପାତ ହେବ। କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼,…

ଗୃହରେ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ…

ଭୁବନେଶ୍ବର : ମଣ୍ଡି ସମସ୍ୟାକୁ ନେଇ ଆଜି ବିଧାନସଭା ସରଗରମ ହୋଇଯାଇଛି। ଚାଷୀଙ୍କ ପାଇଁ ବିରୋଧୀ ଏକାଠି ହୋଇ ସରକାରଙ୍କୁ ଘେରିଛନ୍ତି। ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପାଇଁ ଆଜି ଗୃହ ବାରବାର ମୁଲତବୀ ହୋଇଛି। ତେବେ ଅପରାହ୍ନରେ ଏକ ଅସ୍ୱାଭାବିକ ଘଟଣା ଦେଖିବାକୁ ମିଳିଥିଲା। ବିଜେପି ବିଧାୟକ ସୁବାସ…