Odisha Link
Bridging the Missing Links in Odisha

ଅଗ୍ନିକାଣ୍ଡରେ ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭଦ୍ରକ: ଭଦ୍ରକ ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ନିଆଁରେ ଜଳିପୋଡ଼ି ପାଉଁଶ ହୋଇଯାଇଛି ୧୦ ବଖରା ଘର। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

ତେବେ ସର୍ଟସର୍କିଟ୍ ଯୋଗୁଁ ଏହି ଅଘଟଣ ଘଟିଥିବା ଅନୁମାନ କରାଯାଉଛି । ଏହି ଦୁର୍ଘଟଣାରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ସୂଚନାମିଳିଛି।

Comments are closed.