Odisha Link
Bridging the Missing Links in Odisha
Daily Archives

March 21, 2021

ସିରିଜ ବିଜୟ ପରେ ବିରାଟଙ୍କ ବଡ଼ ବୟାନ,…

ଅହମ୍ମଦାବାଦ: ଭ୍ରମଣକାରୀ ଇଂଲଣ୍ଡ ଦଳକୁ ୫ମ ଟି-୨୦ମ୍ୟାଚରେ ହରାଇ ସିରିଜ କବଜା କରିଛି ଟିମ୍‌ ଇଣ୍ଡିଆ। ଭାରତୀୟ ଟିମ୍‌ ୩-୨ରେ ଜିତି ସିରିଜ ହାତେଇବାରେ ସଫଳ ହୋଇଛି। ଟି-୨୦ ସିରିଜରେ ୨୩୧ ରନ କରିଥିବା ବିରାଟ କୋହଲିଙ୍କୁ ସିରିଜର ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କାର ମିଳିଥିଲା। କୋହଲି ସିରିଜରେ ୩ଟି…

ପ୍ରଥମ ଓଡ଼ିଶୀ ନୃତ୍ୟଶିଳ୍ପୀ…

ଭୁବନେଶ୍ୱର: ପ୍ରଥମ ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି। ଲକ୍ଷ୍ମୀପ୍ରିୟା ହେଉଛନ୍ତି ସ୍ୱର୍ଗତ ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ । ୮୬ ବର୍ଷ ବୟସରେ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗ ହୋଇଛି। ତେବେ ତାଙ୍କ…

ରାଉରକେଲାରେ ପହଞ୍ଚିଲେ ରାଷ୍ଟ୍ରପତି…

ରାଉରକେଲା: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସି ଆଜି ରାଉରକେଲାରେ ପହଞ୍ଚିଛନ୍ତି। ଏଠାରେ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ସେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବେ। ପୂର୍ବାହ୍ନରେ ଭୁବନେଶ୍ଵର ବିମାନବନ୍ଦରରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଷ୍ଟ୍ରପତି…

ମଧ୍ୟପ୍ରଦେଶ ଫେରିଯିବ ବାଘୁଣୀ ସୁନ୍ଦରୀ

ଅନୁଗୁଳ: ସୁନ୍ଦରୀକୁ ମଧ୍ୟପ୍ରଦେଶ ଫେରାଇ ନେବା ପାଇଁ ଏକ ଟିମ୍ ସାତକୋଶିଆରେ ଆସି ପହଞ୍ଚୁଛି। ଏହି ଟିମ୍ ସ୍ଥିତି ଅନୁଧ୍ୟାନ କରିବା ପରେ ସୁନ୍ଦରୀକୁ ନେଇ ମଧ୍ୟପ୍ରଦେଶ କାହ୍ନା ବ୍ୟାଘ୍ର ଅଭୟାରଣ୍ୟର ଘୋରେଲାକୁ ନିଆଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଅପରପକ୍ଷରେ ସୁନ୍ଦରୀକୁ ଟ୍ରାଙ୍କୁଲାଇଜ…

ଜରପଡ଼ା ନିକଟରେ ମର୍ମନ୍ତୁଦ ସଡ଼କ…

ଅନୁଗୁଳ: ରବିବାର ସକାଳୁ ସକାଳୁ ଅନୁଗୁଳ ଜରପଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗ୍ୟାସ୍‌ ଟ୍ୟାଙ୍କର ଓ ଆମ୍ବୁଲାନ୍ସ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ଏବେବି ଉଦ୍ଧାର କାର୍ଯ୍ୟ ଜାରି…

ପରଲୋକରେ ପ୍ରଥମ ଓଡ଼ିଶୀ ନୃତ୍ୟାଙ୍ଗନା…

ଭୁବନେଶ୍ବର: ପରଲୋକରେ ଓଡ଼ିଶାର ପ୍ରଥମ ଓଡ଼ିଶୀ ନୃତ୍ୟାଙ୍ଗନା ତଥା କିମ୍ବଦନ୍ତୀ ଓଡ଼ିଶୀ ନୃତ୍ୟଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ମହାମାତ୍ର। ଶନିବାର ରାତି ପ୍ରାୟ ୧୧ଟାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ମୃତ୍ୟୁ ବେଳକୁ ଲକ୍ଷ୍ମୀପ୍ରିୟାଙ୍କୁ ୮୬ ବର୍ଷ ହୋଇଥିଲା। ସେ…

ବିଦ୍ୟୁତ୍ ଆଘାତରେ ଚାଲିଗଲା ମାଆ-ପୁଅଙ୍କ…

ଯାଜପୁର: ଅଗ୍ନିକାଣ୍ଡରେ ଆଘାତରେ ଚାଲିଗଲା ମା-ପୁଅଙ୍କ ଜୀବନ। ଏମିତି ଏକ ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅଧୀନ ନଳୀପୁର ଗ୍ରାମରେ । ସୂଚନାଯୋଗ୍ୟ ଯେ, ଗ୍ରାମର ସାରା ବିବିଙ୍କ ଘରେ ବିଳମ୍ବିତ ରାତିର ସର୍ଟ ସର୍କିଟ ଯୋଗୁ ନିଆଁ ଲାଗି ଯାଇଥିଲା। ନିଆଁକୁ ଲିଭାଇବା ପାଇଁ…

ଆଜି ରାଉରକେଲା ଏନଆଇଟି ସମାବର୍ତ୍ତନ…

ରାଉରକେଲା: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆଜି ସକାଳ ୯ଟା ୪୫ ମିନିଟରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ପହଞ୍ଚିବେ ରାଷ୍ଟ୍ରପତି। ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସକାଳ ୯ଟା ୫୫ରେ ରାଉରକେଲା…