Odisha Link
Bridging the Missing Links in Odisha

ପୁଣି ଓଡ଼ିଶାକୁ ଫେରିଲା ନାଇଟ୍ କର୍ଫ୍ୟୁ

ଭୁବନେଶ୍ଵର: ପୁଣି ଓଡ଼ିଶାକୁ ଫେରିଲା ନାଇଟ୍ କର୍ଫ୍ୟୁ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ  ମାଲକାନଗିରିରେ ନାଇଟ୍ କର୍ଫ୍ୟୁ ଘୋଷଣା ହୋଇଛି।

ମାର୍ଚ୍ଚ ୨୩ରୁ ୩୧ ଯାଏଁ ମାଲକାନଗିରିରେ ନାଇଟ କର୍ଫ୍ୟୁ ଲାଗୁ ପାଇଁ ଘୋଷଣା କରାଯାଇଛି । ରାତି ୯ରୁ ସକାଳ ୬ ଯାଏଁ ନାଇଟ କର୍ଫ୍ୟୁ ଲାଗୁ ରହିବ।

ବଡ ଯାତ୍ରା , ହୋଲି କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଅ ଯାଇଛି । ମାଲକାନଗିରି ଜିଲ୍ଲାପାଳ ଏନେଇ ସୂଚନା ଦେଇଛନ୍ତି ।ଦୋଳ ଯାତ୍ରାରେ ମାସ୍କ ଓ ସାମାଜିକ ଦୂରତା ମାଧ୍ୟତାମୂଳକ ।

Comments are closed.