Odisha Link
Bridging the Missing Links in Odisha
Daily Archives

March 22, 2021

ସୁରତ ଓ ମୁମ୍ବାଇ ଫେରନ୍ତାଙ୍କୁ ହୋମ…

ବ୍ରହ୍ମପୁର: ପୁଣି ଅଣାୟତ୍ତ ହେଲାଣି କରୋନା। କରୋନା ସଂକ୍ରମଣ ହାର ଦିନକୁ ଦିନ ବଢ଼ିବାରେ ଲାଗିଥିବା ବେଳେ ଆଜି ଗଞ୍ଜାମ ଜିଲ୍ଲାରୁ ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନାର ଦ୍ୱିତୀୟ ଲହରୀକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଡ଼ା ନିର୍ଦ୍ଦେଶନାମା ଜାରି କରାଯାଇଛି। ସୁରତ ଓ ମୁମ୍ବାଇରୁ…

ଦୋଳ ପାଇଁ କଟକଣା ଜାରି କଲା ବିଏମସି

ଭୁବନେଶ୍ୱର: ପୁଣି ଚିନ୍ତା ବଢ଼ାଇଲାଣି କରୋନା କାୟା। ରାଜ୍ୟରେ ଏବେ ଉପରମୁହାଁ ରହୁଛି କରୋନା ଗ୍ରାଫ୍। କରୋନା ସଂକ୍ରମଣକୁ ଦୃଷ୍ଟିରେ ଦୋଳ ପାଇଁ କଟକଣା ଜାରି କରିଛି ବିଏମସି। ଦୋଳ ଓ ହୋଲି ପାଇଁ ପୂର୍ବରୁ ବିଏମସି ପକ୍ଷରୁକରାଯାଇଥିବା କଟକଣାକୁ ଆହୁରି କଡ଼ାକଡ଼ି କରାଯାଇଛି। ବିଏମ୍‌ସି ଗାଇଡଲାଇଡ଼ ମୁତାବକ,…

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ମାହାଙ୍ଗା ଡବଲ ମର୍ଡର ଘଟଣାକୁ ନେଇ ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ। ବିଧାନସଭାରେ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ମୁଲତବୀ କରିଛନ୍ତି। ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଯୋଗୁଁ ଗୃହକୁ…

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍,…

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍। ଦିନକୁ ଦିନ ବଢ଼ିବାରେ ଲାଗିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ୮୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୯ ଜଣ ସ୍ଥାନୀୟ…

ପରଲୋକରେ ପ୍ରସିଦ୍ଧ ଲେଖକ ତଥା ସିନେ…

ମୁମ୍ବାଇ: ବଲିଉଡ ଜଗତରେ ଶୋକର ଛାୟା। ଆଉ ନାହାନ୍ତି ପ୍ରସିଦ୍ଧ ଲେଖକ ତଥା ସିନେ ନିର୍ଦ୍ଦେଶକ ସାଗର ସରହଦୀ। ରବିବାର ବିଳମ୍ବିତ ରାତିରେ ସାଗର ସରହଦିଙ୍କ ଦେହାନ୍ତ ହୋଇଥିବାର ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ମୁମ୍ବାଇସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି।…

ଶିକ୍ଷାନୁଷ୍ଠାନରୁ ୨୩ କରୋନା ପଜିଟିଭ୍,…

ଭୁବନେଶ୍ୱର:ପୁଣି ଉପର ମୁ‌ହାଁ ହେଲାଣି କରୋନା ଗ୍ରାଫ୍। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି ଯାହା ପୁଣି ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ ମଧ୍ୟ କରୋନା ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ପ୍ରଥମେ କଟକ ଏବେ ଭୁବନେଶ୍ୱରେ ବଢୁଛି କରୋନା ସଂକ୍ରମଣ ହାର। ଆଜି…

କାୟା ମେଲାଉଛି କରୋନା: ଦିନକରେ ୪୬୯୫୧…

ନୂଆଦିଲ୍ଲୀ: ପୁଣି ଥରେ ଚିନ୍ତା ବଢ଼ାଇଲାଣି ମହାମାରୀ କରୋନା। ଦେଶରେ ଦିନକୁ ଦିନ ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୪୬ ହଜାର ୯୫୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୨୧୨ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୯୬୭କୁ ବୃଦ୍ଧି ପାଇଛି। ଦେଶରେ…

୨୦୦ ବର୍ଷ ଧରି ଆମେରିକାର ଗୁଲାମ ଥିଲା…

ଡେରାଡୁନ: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ତୀରଥ ସିଂ ରାଓ୍ବତ ପୁଣି ଥରେ ଚର୍ଚ୍ଚାରେ। ଫଟା ଜିନ୍ସ ଉପରେ ବିବାଦୀୟ ମନ୍ତବ୍ୟ ରଖି ନିକଟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତୀରଥ ସିଂ ରାଓ୍ବତ ପୁଣିଥରେ ଚର୍ଚ୍ଚାରେ। ଫଟା ଜିନ୍ସ ଉପରେ ମନ୍ତବ୍ୟରଖି କ୍ଷମା ମାଗିବା ପରେ…

‘ସମର୍ପଣ ନିଧି’କୁ ୧ ଲକ୍ଷ ଟଙ୍କା ଦାନ…

ପୁରୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ‘ସମର୍ପଣ ନିଧି’କୁ ରାଷ୍ଟ୍ରପତି ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିଜ ଦରମାରୁ ୧…

ଶ୍ରୀମନ୍ଦିରରେ ରାଷ୍ଟ୍ରପତି ରାମନାଥ…

ପୁରୀ: ପୁରୀ ଶ୍ରୀମନ୍ଦିରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆଜି ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ପୁରୀ ଯାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ଗଜପତି ମହାରାଜା। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ…