Odisha Link
Bridging the Missing Links in Odisha
Daily Archives

March 22, 2021

ଜମ୍ମୁ କଶ୍ମୀରରେ ଏନ୍‌କାଉଣ୍ଟର୍‌, ୨…

ଶ୍ରୀନଗର: ଜମ୍ମୁ କଶ୍ମୀରରେ ଏନ୍‌କାଉଣ୍ଟର୍। ଜମ୍ମୁ ଓ କଶ୍ମୀରର ଶୋପିଆଁ ଜିଲ୍ଲାରେ ନିରାପତ୍ତା ବଳଙ୍କ ସହ ଏନ୍‌କାଉଣ୍ଟର୍‌ରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଗତକାଲି ରାତି ପ୍ରାୟ ୨ଟା ବେଳେ ଶୋପିଆଁର ମନିହାଲ୍‌ ଅଞ୍ଚଳରେ ନିରାପତ୍ତା ବଳ ଓ ଆତଙ୍କବାଦୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଗୁଳି ବିନିମୟ…

ଆହୁରି ବଢ଼ିବ ତାତି, ୪୦ ଟପିବ ପାରା

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିବାରେ ଲାଗିଛି। ରାଜ୍ୟ ତଥା ରାଜଧାନୀର ତାପମାତ୍ରା ୪୦ ଡିଗ୍ରି ଛୁଇଁଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ନଥିବାରୁ ରାଜ୍ୟର ପାରଦରେ ପ୍ରାୟ ୨ ଡିଗ୍ରି ବୃଦ୍ଧି ଘଟିବ। ଫଳରେ ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୪୦…

ଆଜି ଫେରିଯିବ ସୁନ୍ଦରୀ

ଅନୁଗୁଳ: ଆଜି ଫେରିଯିବ ବାଘୁଣୀ ‘ସୁନ୍ଦରୀ’। ‘ସୁନ୍ଦରୀ’କୁ ଫେରାଇ ନେବା ପାଇଁ ମଧ୍ୟପ୍ରଦେଶ କାହ୍ନା ବ୍ୟାଘ୍ର ଅଭୟାରଣ୍ୟରୁ ଏକ ଟିମ୍ ଗତକାଲି ଆସି ପହଞ୍ଚିଥିବା ବେଳେ ବାଘୁଣୀର ବାହୁଡ଼ା ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ବାଘୁଣୀ ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ଅଭୟାରଣ୍ୟକୁ ଯିବ।ସାତକୋଶିଆ ବନଖଣ୍ଡର…

ରାଷ୍ଟ୍ରପତିଙ୍କୁ ପରସାଯିବ ଏହି…

ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ପାରମ୍ପରିକ ଓଡ଼ିଆ ଖାଦ୍ୟରେ ଅପ୍ୟାୟିତ କରାଯିବ। କୋଣାର୍କ ଯାତ୍ରୀ ନିବାସରେ ଲୋଟସ ରିସର୍ଟ ପକ୍ଷରୁ ପରିଚାଳକ ଭାରତ ବିଶ୍ୱାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଷ୍ଟ୍ରପତିଙ୍କ ପାଇଁ…

ଆଜି ଶ୍ରୀଜିଉଙ୍କୁ ଦର୍ଶନ କରିବେ…

ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଆଜି ଦ୍ବିତୀୟ ଦିନ। ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ଦର୍ଶନ ପାଇଁ ରାଜଭବନରୁ ରାଷ୍ଟ୍ରପତି ବାହାରି ସାରିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ରାଷ୍ଟ୍ରପତି ପୁରୀ ଅଭିମୁଖେ ଯିବେ ଏବଂ…

ଆଜି ବିଶ୍ୱ ଜଳ ଦିବସ

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ଜଳ ଦିବସ। ଜଳ ହିଁ ଜୀବନ, ଜଳ ବିନା ଜୀବଜଗତ ଅସମ୍ଭବ। ଜାତି ସଂଘର ଅନୁମୋଦନ କ୍ରମେ ପ୍ରତିବର୍ଷ ମାର୍ଚ୍ଚ ୨୨ ତାରିଖକୁ ବିଶ୍ବ ଜଳ ଦିବସ ରୂପେ ପାଳନ କରାଯାଏ। ବିଶ୍ବର ସମସ୍ତ ବିକଶିତ ଦେଶରେ ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ମହତ୍ତ୍ୱ ତଥା…