Odisha Link
Bridging the Missing Links in Odisha
Daily Archives

March 23, 2021

ବିବାହ ଓ ଶୁଦ୍ଧିକ୍ରିୟା ପାଇଁ ଆସିଲା ନୂଆ…

ଭୁବନେଶ୍ବର: ପୁଣି ଚିନ୍ତା ବଢ଼ାଇଲାଣି ମହାମାରୀ କରୋନା। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଏବେ ପରିସ୍ଥିତି ଚିନ୍ତାଜନକ ହୋଇ ପଡିଲାଣି। ଏହାକୁ ଦୃଷ୍ଟିରେ ରଖି କରୋନା ପାଇଁ ନୂଆ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର। ନୂଆ ଗାଇଡଲାଇନରେ ବାହାଘର ଓ ବ୍ରତଘର ଭଳି ଉତ୍ସବରେ…

ମଧ୍ୟପ୍ରଦେଶ ଫେରିଗଲା ସୁନ୍ଦରୀ

ଅନୁଗୁଳ: ମଧ୍ୟପ୍ରଦେଶ ଫେରିଲା ସୁନ୍ଦରୀ। ସାତକୋଶିଆ ଅଭୟାରଣ୍ୟରେ ୩ ବର୍ଷ ରହିବା ପରେ ବାଘୁଣୀ ‘ସୁନ୍ଦରୀ’ ଶେଷରେ ମଧ୍ୟପ୍ରଦେଶ ଫେରିଯାଇଛି। ଏନେଇ ସାତକୋଶିଆ ଅଭୟାରଣ୍ୟର ବନ୍ୟ ପ୍ରାଣୀ ଚିକିତ୍ସକ କିଶୋର ସାହୁ ଏହି ସୂଚନା ଦେଇଛନ୍ତି। ବନ ବିଭାଗର ବହୁ ଉଦ୍ୟମ ପରେ ସୁନ୍ଦରୀକୁ ଧରାଯାଇଛି। ସୁନ୍ଦରୀକୁ…

ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା,…

ଭୁବନେଶ୍ବର: ଆଜି ରାଜ୍ୟର କରୋନା ସ୍ଥିତି ସମୀକ୍ଷା କରିଛନ୍ତିି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ବିଭିନ୍ନ ବିଭାଗର ସଚିବ, ଜିଲ୍ଳାପାଳ ଓ ଏସପିଙ୍କ ସହ ଆଲୋଚନା ପରେ କଟକଣାକୁ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମୀକ୍ଷା ବୈଠକ…

ରାଜଧାନୀରୁ ୧୪ କରୋନା ପଜିଟିଭ୍ ଚିହ୍ନଟ

ଭୁନନେଶ୍ବର: ପୁଣି କାୟା ମେଲାଇ ଲାଣି କରୋନା। ଦିନକୁ ଦିନ ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ଯାହା ଏବେ ପୁଣି ଥରେ ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ କରୋନା ଗ୍ରାଫ୍‌ ଉପର ମୁହାଁ ହେଉଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଆଜି ବିଏମ୍‌ସି…

ଜୀବନଶୈଳୀ ନ ବଦଳିଲେ ଜଳବାୟୁ ପରିବର୍ତ୍ତନ…

ଭୁବନେଶ୍ୱର: ଜଳବାୟୁ ପରିବର୍ତ୍ତନ ଫଳରେ ମଣିଷ ସମାଜ ଉପରେ ଏହାର ଅନେକ ପ୍ରଭାବ ପଡ଼ିବାକୁ ଆରମ୍ଭ ହୋଇଛି ବୋଲି ବିଶେଷଜ୍ଞମାନେ ଚେତାବନୀ ଦେବା ସହ ତୁରନ୍ତ ଏହାକୁ ରୋକିବା ଦିଗରେ ପଦକ୍ଷେପ ନେବା ଆବଶ୍ୟକ ବୋଲି କହିଛନ୍ତି। ଗ୍ଲୋବାଲ୍ ୱାର୍ମିଂ ଯୋଗୁଁ ସମୁଦ୍ର ପତନର ବୃଦ୍ଧି ହୋଇଛି ଏବଂ ଏଥିପାଇଁ ଓଡ଼ିଶାର…

ସୋଆ ଅଧ୍ୟାପକ ଡ. କମଳ ଲୋଚନ ମହନ୍ତ ଓ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଅଧ୍ୟାପକ ଡ. କମଳ ଲୋଚନ ମହନ୍ତ ଓ ଛାତ୍ର ପ୍ରତୀକ ଦାଶଙ୍କୁ ଜାତୀୟ ସେବା ଯୋଜନା ଏନଏସଏସ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପୁରସ୍କାର ବିତରଣ ଉତ୍ସବରେ ରାଷ୍ଟ୍ର ନିର୍ମାଣ ଓ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଜ୍ୟ ଏନ୍‌ଏସ୍‌ଏସ୍ ପୁରସ୍କାର…

ମାଓବାଦୀଙ୍କ ବର୍ବର କାଣ୍ଡ,ବିସ୍ଫୋରଣରେ ୩…

ମାଲକାନଗିରି: ଛତିଶଗଡ଼ ନାରାୟଣପୁରରେ ବଡ଼ ଧରଣର ବିସ୍ଫୋରଣ। ଯବାନଙ୍କୁ ନେଇ ଯାଉଥିବା ବସକୁ ଉଡାଇଦେଇଛନ୍ତି ମାଓବାଦୀ। ଫଳରେ ୩ ଯବାନ ସହିଦ ହୋଇଛନ୍ତି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ସୀମାରେ। ଆଇଡି ବିସ୍ଫୋରଣରେ ୩ଜଣ ଡିଆରଜି ଯବାନ ସହିଦ ହୋଇଛନ୍ତି। ଏହି ଭୟଙ୍କର ଆଇଡି ବିସ୍ଫୋରଣରେ…

ଆସିଲା କେନ୍ଦ୍ରର ଏପ୍ରିଲ ଗାଇଡଲାଇନ

ନୂଆଦିଲ୍ଲୀ: ଆସିଲା କେନ୍ଦ୍ର ସରକାରଙ୍କର ଏପ୍ରିଲ ମାସ ପାଇଁ ଗାଇଡଲାଇନ। ଆଜି ଏପ୍ରିଲ ମାସ ପାଇଁ ମାର୍ଗଦର୍ଶିକା ଜାରି କରିଛନ୍ତି କେନ୍ଦ୍ର ସରକାର। ଗାଇଡଲାଇନରେ କୋଭିଡ୍ କଟକଣା କଡାକଡି କରିବାକୁ ରାଜ୍ୟଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ କୋଭିଡ୍ ନିୟମ ପାଳନ ପାଇଁ ରାଜ୍ୟ ସରକାରମାନଙ୍କୁ କଡା…

କଡ଼ାକଡ଼ି ହେଲା କଟକଣା, ପ୍ରବାସୀଙ୍କୁ…

ମାଲକାନଗିରି: ମାଲକାନଗିରରେ କଡ଼ାକଡ଼ି ହେଲା କଟକଣା। ଆଜିଠୁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ନେଇ ଘୋଷଣା ହୋଇଥିବା ବେଳେ ମାଲକାନଗିରି ପାଇଁ ମାର୍ଗଦର୍ଶିକା ଜାରି କରିଛନ୍ତି ଜିଲ୍ଲା ପ୍ରଶାସନ। ମାଲକାନଗିରିକୁ ବାହାର ରାଜ୍ୟରୁ ଫେରୁଥିଲେ ସଙ୍ଗରୋଧ ବାଧ୍ୟତାମୂଳକ କରାଯାଇଛି। ୭ ଦିନିଆ ବାଧ୍ୟତାମୂଳକ ସଙ୍ଗରୋଧ…

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ହୃଦୟରେ…

ଭୁବନେଶ୍ବର: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଜି ବିଧାନସଭାରେ ସ୍ୱତନ୍ତ୍ର ଆଲୋଚନା ହୋଇଛି। ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଜର ଅଭିଭାଷଣ ଦେଇ କହିଛନ୍ତି ଯେ, ଆମ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ହୃଦୟରେ ଓଡ଼ିଶାର ଏକ ବିଶେଷ ସ୍ଥାନ…