Odisha Link
Bridging the Missing Links in Odisha

ବଜ୍ରପାତ ଆଶଙ୍କା, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବର୍ଷା ଓ ବଜ୍ରପାତ ଆଶଙ୍କା। ବର୍ଷା ଓ ବଜ୍ରପାତ ହେବା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି।

ବର୍ଷା ଓ ବଜ୍ରପାତ ସମ୍ଭାବନା ଥିବା ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା। ଏନେଇ ୬ଟି ଜିଲ୍ଲାକୁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ।

Comments are closed.