Odisha Link
Bridging the Missing Links in Odisha
Daily Archives

March 27, 2021

ସଚିନ ତେନ୍ଦୁଲକରଙ୍କୁ କରୋନା

ମୁମ୍ବାଇ: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ପ୍ରମୁଖ ମହାରାଷ୍ଟ୍ର,ଗୁଜୁରାଟ, କର୍ଣ୍ଣାଟକ ଭଳି ରାଜ୍ୟ ଗୁଡ଼ିକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ମହାନ୍‌ କ୍ରିକେଟର ସଚିନ ତେନ୍ଦୁଲକର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସଚିନ…

ଭ୍ୟାକ୍ସିନ୍ ର ପ୍ରଥମ ଡୋଜ୍ ନେବା ପରେ…

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ଅନେକ ସ୍ଥାନରେ ଭ୍ୟାକ୍ସିନର ପ୍ରଥମ ଡୋଜ୍ ଦିଆ ଯାଇଛି। କିନ୍ତୁ ଅନେକ ଲୋକଙ୍କ ନିକଟରେ ପୁଣି କରୋନା ଲକ୍ଷଣ ଦେଖିବାକୁ ମିଳିଛି। ବଲିଉଡ ଅଭିନେତା ପରେଶ ରାୱଲ ପ୍ରଥମ ଡୋଜ୍ ନେଇଥିଲେ । କିନ୍ତୁ ସେ କରୋନା ସଂକ୍ରମିତ…

ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ପାଇଁ…

ଭୁବନେଶ୍ୱର: ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ଠାରୁ ଚାଲାଣ କାଟିବା ପାଇଁ ଗ୍ରାଜୁଏଟ୍ କନେଷ୍ଟବଳଙ୍କୁ କ୍ଷମତା ଦିଆଯାଇଛି । ରାଜ୍ୟ ସରକାର ଏକ ନୂଆ ନିୟମ ପ୍ରଣୟନ କରିଛନ୍ତି । ବର୍ଷକ ପାଇଁ କଟକ ଓ ଭୁବନେଶ୍ୱରରେ ଏହା ଲାଗୁ ହେବ । ପରେ ରାଜ୍ୟର ଅନ୍ୟ ସ୍ଥାନରେ ଏହାକୁ ଲାଗୁ କରାଯିବ ବୋଲି ରାଜ୍ୟ…

ରେଙ୍ଗାଲିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା,…

ସମ୍ବଲପୁର: ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାଟି ସମ୍ବଲପୁର ରେଙ୍ଗାଲିରେ ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ପ୍ରକାଶ ଯେ, ବିଳମ୍ବିତ ରାତିରେ ଏକ କାରରେ ୫ ଜଣ ବ୍ୟକ୍ତି ଝାରସୁଗୁଡା ଆଡୁ ସମ୍ବଲପୁର…

ଏନ୍‌ଆଇଟିର କଡା ନିଷ୍ପତ୍ତି: ଅନଲାଇନ୍‌ରେ…

ରାଉରକେଲା : ଏନ୍‌ଆଇଟିରେ ପଜିଟିଭି ଚିହ୍ନଟ ହେବା ପରେ ସମସ୍ତ ହଷ୍ଟେଲ ଛୁଟି ପାଇଁ ନିଷ୍ପତ୍ତି ନିଆଯାଇଛି ।ଆସନ୍ତାକାଲିଠାରୁ ତିନି ଦିନ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଥୀଙ୍କ ହେବ କୋଭିଡ଼ ଟେଷ୍ଟ । ଏଥିସହିତ ଅନଲାଇନରେ ପରୀକ୍ଷା ହେବ। ଏହା ଏନଆଟି ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ମିଳିତ ଭାବରେ ନିଷ୍ପତ୍ତି…