Odisha Link
Bridging the Missing Links in Odisha
Daily Archives

April 1, 2021

‌ଆସନ୍ତାକାଲି ଓଡ଼ିଶା ଆସିବେ…

ଭୁବନେଶ୍ୱର: ‌ଆସନ୍ତାକାଲି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି। ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ। ହାଇଦ୍ରାବାଦରୁ ସ୍ୱତନ୍ତ୍ର ବିମାନ ଯୋଗେ ସେ କାଲି ୧୧ଟା ୨୦ ମିନିଟରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରେ ତାଙ୍କୁ ସ୍ୱାଗତ କରିବା ପରେ…

ବଲିଉଡ଼ ଅଭିନେତ୍ରୀ କିରନ୍ ଖେର୍‌ଙ୍କୁ…

ମୁମ୍ବଇ: ବଲିଉଡ଼ ଅଭିନେତ୍ରୀ  ତଥା ବରିଷ୍ଠ ବିଜେପି ସାଂସଦ  କିରନ୍ ଖେରଙ୍କୁ କ୍ୟାନ୍ସର। ରକ୍ତ କର୍କଟ ରୋଗରେ ପୀଡିତ ଅଛନ୍ତି କିରନ୍ । ବର୍ତ୍ତମାନ ମୁମ୍ବାଇରେ ତାଙ୍କର ଚିକିତ୍ସା କରାଯାଉଛି। ତାଙ୍କ ଦଳର ସହକର୍ମୀ ଅରୁଣ ସୁଦ ଏକ ସାମ୍ବାଦିକ ସମ୍ମିଳନୀରେ କିରଣଙ୍କ ରୋଗ ବିଷୟରେ ସୂଚନା ଦେଇଛନ୍ତି।…

ରାଜଧାନୀରୁ ୫୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ପୁଣି କାୟା ମେଲାଇ ଲାଣି କରୋନା। ଦିନକୁ ଦିନ ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ଯାହା ଏବେ ପୁଣି ଥରେ ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ କରୋନା ଗ୍ରାଫ୍‌ ଉପର ମୁହାଁ ହେଉଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରୁ ୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ସୁସ୍ଥ…

ଜିଏସଟି ଆଦାୟରେ ରେକର୍ଡ

ନୂଆଦିଲ୍ଲୀ: ଦେଶରେ ଜିଏସଟି ଆଦାୟରେ ରେକର୍ଡ। ମାର୍ଚ୍ଚ ମାସରେ ଦେଶର ଜିଏସଟି ରାଜସ୍ୱ ରେକର୍ଡ ୧ ଲକ୍ଷ ୨୩ ହଜାର ୯୦୨ କୋଟି ଛୁଇଁଛି। ମାର୍ଚ୍ଚ ୨୦୨୦ ତୁଳନାରେ ୨୭ ପ୍ରତିଶତ ଅଧିକ ହୋଇଥିବାବେଳେ ଫେବୃଆରୀ ୨୦୨୧ ତୁଳନାରେ ପ୍ରାୟ ୯.୭ ପ୍ରତିଶତ ଅଧିକ। ଫେବୃଆରୀ ୨୦୨୧ରେ ଜିଏସଟି ଆଦାୟ ୧,୧୩,୧୪୩ କୋଟି…

ଉତ୍କଳ ବିଶ୍ବବିଦ୍ୟାଳୟର ଉନ୍ନତି ପାଇଁ…

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟର ଉନ୍ନତି ପାଇଁ ନିଜର ଏକ ବର୍ଷର ଦରମା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ନିଜର ଦରମା ରାଜ୍ୟପାଳ ତଥା ଉତ୍କଳ ବିଶ୍ବବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀ ଲାଲଙ୍କୁ ପ୍ରଦାନ କରିଛନ୍ତି। ଏନେଇ ଉତ୍କଳ ବିଶ୍ବବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀ ଲାଲ…

ସମଗ୍ର ଭାରତବର୍ଷରେ ଅପାର ସମ୍ଭାବନାର…

ଭୁବନେଶ୍ୱର: ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷାଭିତିକ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା। ଏକ ମହାନ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ରଖି ମହାପୁରୁଷମାନେ ସୀମା ହୀନ, ଜାତିହୀନ ଓ ଭାଷାହୀନ ଖଣ୍ଡ ବିଖଣ୍ଡିତ ଓଡ଼ିଶାକୁ ଏକାଠି କରିଥିଲେ। ବିଚ୍ଛିନ୍ନ ଓଡ଼ିଶାକୁ ଏକତ୍ର କରିବା ପାଇଁ ମହାପୁରୁଷମାନେ ଯେଉଁ ଉଦ୍ୟମ କରିଥିଲେ,…

ଗ୍ରୀଷ୍ମ ପ୍ରବାହ ପାଇଁ ୧୬ ଜିଲ୍ଲାକୁ…

ଭୁବନେଶ୍ୱର: ତତଲା କଡେଇରେ ସିଝୁଛି ସାରା ଓଡ଼ିଶା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର, କନ୍ଧମାଳ, କେନ୍ଦୁଝର, ମୟୂରଭଂଜ, ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ,…

ଏଣିକି ସବୁଦିନ ହେବ କରୋନା ଟିକାକରଣ

ନୂଆଦିଲ୍ଲୀ: ଆଜିଠୁ ଦେଶରେ ଆରମ୍ଭ ହୋଇଛି କରୋନା ଟିକାକରଣର ତୃତୀୟ ପର୍ଯ୍ୟାୟ। ୪୫ ବର୍ଷରୁ ଉର୍ଦ୍ଧ୍ବ ବୟସ୍କଙ୍କୁ ଟିକାକରଣ କରାଯାଉଛି। ତେବେ ଟିକାକରଣର ଚାଲିଥିଲେ ମଧ୍ୟ ଦେଶର ଅନେକ ରାଜ୍ୟରେ ଏବେ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଟିକାକରଣକୁ ତ୍ବରାନ୍ବିତ କରିବା ପାଇଁ…

ଡ଼କ୍ଟର ଉପାଧିରେ ସମ୍ମାନିତ ହେଲେ…

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ପାଳୁଛି ୫୦ତମ ସମାବର୍ତ୍ତନ ଉତ୍ସବ। ଏହି ଅବସରରେ ଆଜି ପ୍ରଥମ ଦିନରେ ପାଳିତ ହୋଇଛି ଉପାଧି ବିତରଣ ଉତ୍ସବ। ଏହି ଉତ୍ସବରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ସହ ପିଜି କାଉନସିଲ ଚେୟାରମ୍ୟାନ ପ୍ରଫେସର ବସନ୍ତ ମଲ୍ଲିକ, ପ୍ରଫେସର ସୁଧାକର…

ସଙ୍ଗୀତକାର ବପ୍ପି ଲହରୀଙ୍କୁ କରୋନା

ମୁମ୍ବାଇ: ମହାରାଷ୍ଟ୍ରରେ ଦିନକୁ ଦିନ କରୋନା ସଂକ୍ରମଣ ହାର ବଢ଼ିବାରେ ଲାଗିଛି। କରୋନାର ସଂକ୍ରମଣର ପ୍ରଭାବ ବଲିଉଡରେ ଦେଖିବାକୁ ମିଳିଛି। ରଣବୀର କପୁର, ସଞ୍ଜୟ ଲୀଳା ଭନସାଲି, କାର୍ତିକ ଆର୍ଯ୍ୟନଙ୍କ ପରେ ବଲିଉଡର ବରିଷ୍ଠ ସଂଗୀତକାର ବପ୍ପି ଲହରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ବପ୍ପି ଲହରୀ କରୋନା…