Odisha Link
Bridging the Missing Links in Odisha
Daily Archives

April 3, 2021

ଶେଷ ହେଲା ବିଧାନସଭା ବଜେଟ୍ ଅଧିବେଶନ

ଭୁବନେଶ୍ବର:  ଆଜି ବିଧାନସଭାର ବଜେଟ୍ ଅଧିବେଶନ ଶେଷ ହୋଇଛି। ୫ଟି କାର୍ଯ୍ୟଦିବସ ପୂର୍ବରୁ ଆଜି ବିଧାନସଭା ବଜେଟ୍ ଅଧିବେଶନକୁ ଶେଷ କରିଦିଆଯାଇଛି । ତେବେ ଏହି ଅଧିବେଶନରେ ମୋଟ ୨୬ଟି ବୈଠକ ବସିଥିଲା। ଯେଉଁଥିରେ ସମୁଦାୟ ୯ଟି ବିଲ୍ ପାରିତ ହୋଇଥିଲା। ଏଥିସହିତ ଏହି ଅଧିବେଶନରେ ଉଭୟ ଶାସକ ଓ ବିରୋଧୀଙ୍କ…

ଦିଲ୍ଲୀ ଫେରିଗଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରି ଯାଇଛନ୍ତି ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ। ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଛନ୍ତି ଉପରାଷ୍ଟ୍ରପତି। ଭୁବନେଶ୍ବର ବିମାନ ବନ୍ଦରରେ ଉପରାଷ୍ଟ୍ରପତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସିଚିବ ଓ…

ଚାକିରି ନଖୋଜି ନିଯୁକ୍ତିଦାତା ହୁଅ:…

ଭୁବନେଶ୍ଵର: ଆଜି ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ଯୋଗଦେଇଥିଲେ ଉପରାଷ୍ଟ୍ରପତି। ସ୍ବର୍ଣ୍ଣ ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଛାତ୍ରଛାତ୍ରୀଙ୍କୁ ଅନେକ ପରାମର୍ଶ ଦେଇଛନ୍ତି। ଓଡ଼ିଆରେ ଦୀକ୍ଷାନ୍ତ ଭାଷଣ ଆରମ୍ଭ କରିବା ସହ କଳିଙ୍ଗର ଗୌରବମୟ…

ନୂଆ ଏସଓପି; ସକାଳ ୬ରୁ ଜଗା ଦର୍ଶନ

ପୁରୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିର ପାଇଁ ଗାଇଡଲାଇନ ଜାରି କରିଛି ମନ୍ଦିର ପ୍ରଶାସନ। ଗତ କିଛି ଦିନ ମଧ୍ୟରେ ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଆସନ୍ତାକାଲିଠାରୁ ପ୍ରତି ରବିବାର ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରଖିବା ସହ ସଂକ୍ରମଣକୁ ଏଡାଇବା ପାଇଁ ଏସଓପି ଜାରି…

ପିପିଲି ଉପନିର୍ବାଚନରେ ୧୦ ପ୍ରାର୍ଥୀ:…

ଭୁବନେଶ୍ବର: ପିପିଲି ଉପନିର୍ବାଚନ ମଇଦାନରେ ୧୦ ଜଣ ପ୍ରାର୍ଥୀ ଲଢ଼େଇ କରିବେ। ଆଜି ପିପିିଲି ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ ଥିଲା । ଯେଉଁଥିରେ ମୋଟ ଦଶଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଚୂଡାନ୍ତ ହୋଇଥିବା ସିିଇଓ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ପିପିଲି…

ନକ୍ସଲ-ସୁରକ୍ଷାକର୍ମୀ ମଧ୍ୟରେ…

ରାୟପୁର: ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁରରେ ନକ୍ସଲ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇଛି। ଗୁଳିବିନିୟମରେ ୫ ଜଣ ଯବାନ ସହିଦ ହୋଇଛନ୍ତି। ପ୍ରକାଶ ଯେ, ଛତିଶଗଡ ବିଜାପୁର ଜିଲ୍ଲା ସିଲେଗୁର ଜଙ୍ଗଲରେ ନକ୍ସଲମାନେ କ୍ୟାମ୍ପ୍ କରି ରହିଥିବା ଗୁଇନ୍ଦା…

ପିପିଲି ଉପ-ନିର୍ବାଚନ: ସମ୍ବେଦନଶୀଳ ଓ…

ଭୁବନେଶ୍ୱର: ପିପିଲି ଜନମତ ବିଜେପି ଆଡକୁ ଢଳିବା ଦେଖି ହିଂସାପରାୟଣ ହୋଇଛି ବିଜେଡ଼ି। ଗତକାଲି ପିପିଲି ବ୍ଲକ ସହଜପୁର ପଞ୍ଚାୟତ ରାୟଗୁରପୁର ଗାଁରେ ବିଜେପିର ପ୍ରଚାର ରାଲି ଉପରେ ବିଜେଡି କର୍ମୀମାନେ ଆକ୍ରମଣ କରିବା ସହ ଗାଡି ଭଙ୍ଗାରୁଜା କରିଥିଲେ। ୨୦୧୯ ସାଧାରଣ ନିର୍ବାଚନ ସମୟରେ ବିଜେଡ଼ି ବିଭିନ୍ନ…

ଏପ୍ରିଲ୍ ୫ରୁ ଆରମ୍ଭ ହେବ ଆଇଡିଏସ୍‌ରେ…

ଭୁବନେଶ୍ୱର: ଭାରତରେ ମୁଖ ଗହ୍ୱର କର୍କଟ ରୋଗ ତିନୋଟି ପ୍ରମୁଖ କର୍କଟ ପ୍ରକାରରୁ ଅନ୍ୟତମ ଯେଉଁଥିରେ କି ପ୍ରତି ଏକ ଘଣ୍ଟାରେ ୫ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥାଏ। ଯଦି ଏହି ରୋଗର ଆଗୁଆ ଚିହ୍ନଟ ଏବଂ ଚିକିତ୍ସା କରାଯାଏ ତେବେ ଏହାଦ୍ୱାରା ରୋଗୀଟି ଯଥେଷ୍ଟ ଅଧିକ ଦିନ ବଞ୍ଚି ରହିବାର ସୁଯୋଗ ପାଇଥାଏ ଏବଂ…

ସ୍ବର୍ଣ୍ଣ ପଦକ ପାଇଲେ ଯଜ୍ଞଜ୍ୟୋତି

ଭୁବନେଶ୍ୱର: ଉତ୍କଳ ବିଶ୍ୱ ବିଦ୍ୟାଳୟ ଅଧୀନରେ ଥିବା ଅମିତ କଲେଜର ସାମ୍ବାଦିକତା ବିଭାଗର ଛାତ୍ର ଯଜ୍ଞଜ୍ୟୋତି ବେହେରା ୨0୧୮-୨0୨0 ଶେଷ ବର୍ଷର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ବିଶ୍ୱବିଦ୍ୟାଳୟ ସ୍ତରରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ତାଙ୍କର ଏହି ସଫଳତା ପାଇଁ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ…

ବିଧାନସଭା: ଚଳିତ ଅଧିବେଶନରୁ ସସ୍‌ପେଣ୍ଡ…

ଭୁବନେଶ୍ୱର: ବିଧାନସଭାରେ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚପଲ ଫିଙ୍ଗା ଘଟଣାରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ। ବିଜେପିର ୩ ବିଧାୟକଙ୍କୁ ବିଧାନସଭାର ଚଳିତ ଅଧିବେଶନରୁ ସସ୍‌ପେଣ୍ଡ କରାଯାଇଛି। ବାଚସ୍ପତି ଭିଡିଓ ଫୁଟେଜ୍ ଦେଖିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସସ୍‌ପେଣ୍ଡ ହୋଇଥିବା ବିଧାୟକମାନେ…