Odisha Link
Bridging the Missing Links in Odisha
Daily Archives

April 4, 2021

ଅକ୍ଷୟ କୁମାରଙ୍କ ପରେ କରୋନା ପଜିଟିଭ୍…

ମୁମ୍ବାଇ: ବଲିଉଡରେ କରୋନା ଭାଇରସ୍ ବ୍ୟାପିବାରେ ଲାଗିଛି। ଅଭିନେତା ଅକ୍ଷୟ କୁମାରଙ୍କ ପରେ ଏବେ ଗୋବିନ୍ଦା କରୋନା ସଂକ୍ରମିତ ହୋଇଛନ୍ତି। ଏବେ ଗୋବିନ୍ଦା ହୋମ୍ କ୍ୱାରେଣ୍ଟାଇନରେ ଥିବାବେଳେ ଘରେ ତାଙ୍କର ଚିକିତ୍ସା କରାଯାଉଛି। ଗୋବିନ୍ଦା କରୋନା ସଂକ୍ରମିତ ହୋଇଥିବା ନେଇ ତାଙ୍କ ମୁଖପାତ୍ର ସୂଚନା…

ଭୁବନେଶ୍ୱର ରେଳ ଷ୍ଟେସନରୁ ୨ କରୋନା…

ଭୁବନେଶ୍ୱର: ସାରା ଦେଶ ସମେତ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। କରୋନା ମହାମାରୀର ୨ୟ ତରଙ୍ଗକୁ ନେଇ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ଚିନ୍ତା ପ୍ରକଟ କରିଛନ୍ତି। କିନ୍ତୁ ଲୋକେ ସଚେତନ ହେଉଥିବା ଦେଖିବାକୁ ମିଳୁନାହିଁ। ଆଜି ଭୁବନେଶ୍ୱର ରେଳ ଷ୍ଟେସନରୁ ୨ଜଣ ଯାତ୍ରୀ କରୋନା ପଜିଟିଭ୍‌…

ରାଜ୍ୟରେ ଦିନ ବେଳା ଲାଗୁ ହୋଇପାରେ…

ଭୁବନେଶ୍ଵର: ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ମହାମାରୀର ଦ୍ବିତୀୟ ଲହରୀକୁ ନେଇ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ଚିନ୍ତା ପ୍ରକଟ କରିଛନ୍ତି। କିନ୍ତୁ ଲୋକେ ସଚେତନ ହେଉଥିବା ଦେଖିବାକୁ ମିଳୁନାହିଁ। ତେଣୁ ରାଜ୍ୟ ସରକାର କର୍ଫ୍ୟୁ ଲାଗୁ କରିବା ନେଇ ଆଶଙ୍କା ପ୍ରକାଶ ପାଇଛି। ଆଜି ବାଚସ୍ପତି…

କରୋନା: ଭୁବନେଶ୍ବର ଏସବିଆଇ ମୁଖ୍ୟଶାଖା…

ଭୁବନେଶ୍ବର: କିଛି ଦିନ ହେବ ରାଜ୍ୟରେ ପୁଣି କରାନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଭୁବନେଶ୍ୱରରେ ଏସବିଆଇ ବ୍ୟାଙ୍କକୁ ସିଲ୍ କଲା ବିଏମସି। ୟୁନିଟ୍-୧ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବିଏମସି ଏହାକୁ ୪୮ ଘଣ୍ଟା ପାଇଁ ସିଲ୍ କରିଛି। ଏନେଇ ବିଏମସି କମିଶନର…

ଛତିଶଗଡ଼ରୁ ଆସିଲା ଦୁଃଖଦ ଖବର: ୨୨ ଯବାନ…

ଛତିଶଗଡ଼: ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗତକାଲି ସଂଗଠିତ ଗୁଳିବିନିମୟ ଘଟଣାରେ ଆଜି ଏକ ବଡ଼ ଖବର ସାମନାକୁ ଆସିଛି। ଗୁଳିବିନିମୟରେ ମୋଟ ୨୨ ଜଣ ଯବାନ ସହିଦ ହୋଇଥିବା ଜଣାଯାଇଛି। ୨୨ ଯବାନ ସହିଦ ନେଇ ବିଜାପୁର ଏସପି ସୂଚନା ଦେଇଛନ୍ତି। ତେବେ ଏହି ଯବାନଙ୍କ ପ୍ରତି ଆକ୍ରମଣରେ…

କରୋନା ଚାଲିଗଲାଣି, ଆଉ ମାସ୍କ ପିନ୍ଧିବା…

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣ ଦେଶରେ ଏବେ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ବୟାନ ଦେଇ ଚର୍ଚ୍ଚାରେ ଆସାମ ସ୍ବାସ୍ଥ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା। ସେ କହିଛନ୍ତି ଯେ, କରୋନା ଚାଲିଗଲାଣି। ଆଉ ମାସ୍କ ପିନ୍ଧିବା ଆବଶ୍ୟକ ନାହିଁ। କାରଣ ରାଜ୍ୟରେ ଆଉ ସେ ମାରାତ୍ମକ ଭୂତାଣୁ ନାହିଁ।…

ଅପ୍ରୀତିକର ପରିସ୍ଥିତି ପାଇଁ ବାଚସ୍ପତି…

ଭୁବନେଶ୍ବର: ବିଧାନସଭାରେ ବାଚସ୍ପତି ପାତରଅନ୍ତର କରୁଥିବା ଅଭିଯୋଗ ଆଣିଲା ବିଜେପି। ଧାରଣାରୁ ଓହରିବା ପରେ ସାମ୍ବାଦିକ ସମ୍ମିଳନୀ କରି ନିଜର ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ। ବିଧେୟକ ପାରିତ ହେଲେ ଜଣେ ନିର୍ବାଚିତ ପ୍ରତିନିଧି ଭାବେ ଗୃହରେ କହିବାର ଅଧିକାର ରହିଛି। କିନ୍ତୁ…

ବିଜାପୁର ଏନ୍‌କାଉଣ୍ଟର: ୨୧ ଜଣ ଯବାନଙ୍କ…

ରାୟପୁର: ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁରରେ ନକ୍ସଲ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ। ଉଭୟଙ୍କ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିୟମରେ ୫ ଜଣ ଯବାନ ସହିଦ ହୋଇଥିବା ବେଳେ ୩୦ରୁ ଅଧିକ ଯବାନ ଆହତ ହୋଇଥିଲେ। ତେବେ ଏସବୁ ମଧ୍ୟରେ ସାମ୍ନାକୁ ଆସିଛି ଆଉ ଏକ ବଡ଼ ଖବର।…

କରୋନା: ରାଜ୍ୟରେ ଚିହ୍ନଟ ହେଲେ ୪୭୧…

ଭୁବନେଶ୍ବର: କିଛି ଦିନ ହେବ କରୋନା ସଂକ୍ରମଣ କମିଥିବା ବେଳେ ପୁଣି ରାଜ୍ୟରେ କାୟା ବିସ୍ତାର କରୁଛି କରୋନା ସଂକ୍ରମଣ। ୨୪ ଘଣ୍ଟା ମଧ୍ୟରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ…

ଦେଶରେ କରୋନା: ଦିନକରେ ୯୩ ହଜାର…

ନୂଆଦିଲ୍ଲୀ: କରୋନା ସଂକ୍ରମଣର ଦ୍ବିତୀୟ ଲହରୀ ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଛି। ପ୍ରତିଦିନ ସଂକ୍ରମଣ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୯୩ ହଜାର ୨୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ୫୧୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଦେଶରେ ମୋଟ କରୋନା…