Odisha Link
Bridging the Missing Links in Odisha
Daily Archives

April 7, 2021

ଛତିଶଗଡ଼ ଶହୀଦଙ୍କୁ ଅପମାନ: ଦେଶଦ୍ରୋହ…

ଗୌହାଟୀ: ଛତିଶଗଡ଼ରେ ନକ୍ସଲ ସହ ଗୁଳିବିନିମୟ ବେଳେ ପ୍ରାଣ ହରାଇଥିବା ଶହୀଦ ଯବାନଙ୍କ ପ୍ରତି ଆପତ୍ତିଜନ ମନ୍ତବ୍ୟ ଦେବା ଅଭିଯୋଗରେ ଆସାମର ଜଣେ ଲେଖିକାଙ୍କୁ ଗିରଫ କରାଯାଇଛି। ଲେଖିକାଙ୍କର ଏକ ଫେସବୁକ୍‌ ପୋଷ୍ଟ ଆଧାରରେ ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରାଯାଇଛି। ଗୌହାଟୀରେ ରହୁଥିବା…

କାଳବୈଶାଖୀ ଆଶଙ୍କା, ୧୩ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୨ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସହ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଖୋର୍ଦ୍ଧା, ନୟାଗଡ଼, ପୁରୀ, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ,…

କରୋନା: ସିଲ୍ ହେଲା ଭୁବନେଶ୍ୱର ରାମ…

ଭୁବନେଶ୍ୱର: ପୁଣି ନିଜର କାୟା ବିସ୍ତାର କରି ଚାଲିଛି କରୋନା। ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି। ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି। ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରାଜ୍ୟରେ କରୋନା ଚିତ୍ର ଦିନକୁ ଦିନ ଭୟାନକ ଆଡ଼କୁ ଯାଉଛି। ତେବେ…

ରାଜଧାନୀରୁ ୧୨୦ କେଜି ଗଞ୍ଜେଇ ଜବତ

ଭୁବନେଶ୍ବର: ରାଜଧାନୀରୁ ୧୨୦ କେଜି ଗଞ୍ଜେଇ ଜବତ।ବହୁ ପରିମାଣର ଗଞ୍ଜେଇ ଜବତ କରିଛି ସ୍ପେସାଲ ସ୍କ୍ୱାର୍ଡ। ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୁଲିସ। କଳିଙ୍ଗନଗର ଏକ ଭଡ଼ାଘରୁ ୧୨୦ କେଜି ଗଂଜେଇ ଜବତ କରାଯାଇଛି। ଘରଭଡ଼ା ନେଇ ଚୋରା ଚାଲାଣ କରୁଥିବା ୩ ମହିଳା ଓ ୨ ପୁରୁଷଙ୍କ ଗିରଫ କରିଛି ପୁଲିସ। ଜବତ…

ଆଜିଠୁ ପଞ୍ଜାବରେ ନାଇଟ କର୍ଫ୍ୟୁ ଲାଗୁ

ଚଣ୍ଡୀଗଡ଼: ପୁଣି ଅଣାୟତ୍ତ କଲାଣି ମହାମାରୀ କରୋନା। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଯାହା ଏବେ ଚିନ୍ତାଜନକ ପରିସ୍ଥିତ ସୃଷ୍ଟି କଲାଣି। କରୋନା ସଂକ୍ରମଣକୁ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପରେ ଏବେ ପଞ୍ଜାବରେ ନାଇଟ କର୍ପ୍ୟୁ ଜାରି କରାଯାଇଛି। ଏହି…

ଅକ୍ସଫୋର୍ଡ ଇଞ୍ଜିନିୟରିଂ କଲେଜ ସିଲ୍

ଭୁବନେଶ୍ବର: ପୁଣି ଅଣାୟତ୍ତ କଲାଣି ମହାମାରୀ କରୋନା। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। କରୋନା ଗ୍ରାଫ ଉପରମୁହାଁ ରହୁଥିବା ବେଳେ ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ ପରିସ୍ଥିତ ସୃଷ୍ଟି କଲାଣି। ରାଜଧାନୀ ଭୁବନେଶ୍ବରରରେ  କରୋନା ସଂକ୍ରମଣ ଦ୍ରୁତ ଗତିର ବ୍ୟାପୁଛି।…

ପିପିଲି ଉପନିର୍ବାଚନ: ପ୍ରଚାର ମଇଦାନକୁ…

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ମାହୋଲ ପୁରା ସରଗରମ। ପ୍ରମୁଖ ରାଜନୈତିକ ଦଳମାନେ ଜୋରଦାର ପ୍ରଚାର ଚଲାଇଛନ୍ତି। ତିନି ପ୍ରମୁଖ ଦଳର ପ୍ରାର୍ଥୀମାନେ ଷ୍ଟାର ପ୍ରଚାରକଙ୍କୁ ସାଙ୍ଗରେ ଧରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା ଜାରି ରଖିଛନ୍ତି। ପିପିଲି ନିର୍ବାଚନରେ ସବୁ ଦଳର ବରିଷ୍ଠ…

ଯବାନଙ୍କ ମୁକ୍ତି ପାଇଁ ସର୍ତ୍ତ ରଖିଲେ…

‌ରାୟପୁର: ଛତିଶଗଡ଼ ବିଜାପୁର ମାଓ ଆକ୍ରମଣ ପରେ ନିଖୋଜ ଥିବା କୋବ୍ରା ଯବାନ ରାକେଶ୍ୱର ସିଂହ ମାନହାସଙ୍କୁ ନକ୍ସଲ୍‌ମାନେ ଅପହରଣ କରି ନେଇଛନ୍ତି। ଏବଂ ତାଙ୍କର ମୁକ୍ତି ପାଇଁ ସେମାନେ ସର୍ତ୍ତ ମଧ୍ୟ ରଖିଛନ୍ତି। ଆଜି ନକ୍ସଲ୍‌ମାନେ ଯବାନ ରାକେଶ୍ୱରଙ୍କ ଫଟୋ ଜାରି କରିଛନ୍ତି। ମାଓବାଦୀ ମାନେ ଯବାନଙ୍କୁ…

ଭୁବନେଶ୍ୱରରେ ନାଇଟ କର୍ଫ୍ୟୁ ଆବଶ୍ୟକ:…

ଭୁବନେଶ୍ୱର: ପୁଣି ଅଣାୟତ୍ତ କଲାଣି ମହାମାରୀ କରୋନା। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। କରୋନା ଗ୍ରାଫ ଉପରମୁହାଁ ରହୁଛି। ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଭୟାନକ ଆଡ଼କୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ନାଇଟ କର୍ଫ୍ୟୁ ଆହୁରି କଡ଼ାକଡ଼ି କରାଯିବ ବୋଲି…

ଆଉ ଏକ ମୁଣ୍ଡ ନେଲା କରୋନା,…

ଭୁବନେଶ୍ୱର: ପୁଣି ଅଣାୟତ୍ତ କଲାଣି ମହାମାରୀ କରୋନା। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୨୩କୁ ବୃଦ୍ଧି…