Odisha Link
Bridging the Missing Links in Odisha
Daily Archives

April 7, 2021

କଡ଼ାକଡ଼ି ହେବ ନାଇଟ କର୍ଫ୍ୟୁ: ନବ ଦାସ

ଭୁବନେଶ୍ୱର: ପୁଣି ଅଣାୟତ୍ତ କଲାଣି ମହାମାରୀ କରୋନା। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। କରୋନା ଗ୍ରାଫ ଉପରମୁହାଁ ରହୁଛି। ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଭୟାନକ ଆଡ଼କୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ନାଇଟ କର୍ଫ୍ୟୁ ଆହୁରି କଡ଼ାକଡ଼ି କରାଯିବ ବୋଲି…

ପିପିଲି ଉପନିର୍ବାଚନ: ଭର୍ଚୁଆଲ ପ୍ରଚାର…

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ମାହୋଲ ପୁରା ସରଗରମ। ପ୍ରମୁଖ ରାଜନୈତିକ ଦଳମାନେ ଜୋରଦାର ପ୍ରଚାର ଚଲାଇଛନ୍ତି। ତିନି ପ୍ରମୁଖ ଦଳର ପ୍ରାର୍ଥୀମାନେ ଷ୍ଟାର ପ୍ରଚାରକଙ୍କୁ ସାଙ୍ଗରେ ଧରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା ଜାରି ରଖିଛନ୍ତି। ବିଜୁ ଜନତା ଦଳ ପକ୍ଷରୁ ପ୍ରଚାର ମୈଦାନକୁ…

ରାଜ୍ୟରେ ଟିକା ସଙ୍କଟ, ୪୦୦ କେନ୍ଦ୍ର…

ଭୁବନେଶ୍ୱର: ପୁଣି ନିଜର କାୟା ବିସ୍ତାର କଲାଣି ମହାମାରୀ କରୋନା। କରୋନା ସଂକ୍ରମଣ ହାର ଦିନକୁ ଦିନ ବଢିବାରେ ଲାଗିଛି। ରାଜ୍ୟରେ ମଦ୍ୟ କରୋନା ଗ୍ରାଫ୍‌ ଉପରମୁହାଁ। ଯାହା ଏବେ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ଏଥିସହ ରାଜ୍ୟରେ ଦେଖା ଦେଇଛି ଟିକା ସଙ୍କଟ। ଟିକା ଅଭାବରୁ ରାଜ୍ୟରେ ବାଧାପ୍ରାପ୍ତ…

ଏଣିକି କାରରେ ଏକାକୀ ଗଲେ ବି ମାସ୍କ

ନୂଆଦିଲ୍ଲୀ: ପୁଣି ନିଜର କାୟା ବିସ୍ତାର କଲାଣି ମହାମାରୀ କରୋନା। କରୋନା ସଂକ୍ରମଣ ହାର ଦିନକୁ ଦିନ ବଢିବାରେ ଲାଗିଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଣିକି କାରରେ ଜଣେ ମାତ୍ର ଗଲେ ବି ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଦିଲ୍ଲୀରେ ନାଇଟ୍ କର୍ଫ୍ୟୁ ଆରମ୍ଭ ହେବା ସହ ଏଣିକି କାରରେ…

କରୋନା: ସ୍ୱତନ୍ତ୍ର ଡ୍ରାଇଭ୍ ପାଇଁ…

ଭୁବନେଶ୍ୱର: ପୁଣି ଅଣାୟତ୍ତ କଲାଣି ମହାମାରୀ କରୋନା। ରାଜ୍ୟରେ ଦିନକୁ ଦିନ କରୋନାର ସଂକ୍ରମଣ ହାର ବୃଦ୍ଧି ପାଉଥିବା ବେଳେ ଆଜି ରାଜ୍ୟରେ କରୋନା ସଂକ୍ରମଣ ରେକର୍ଡ ସ୍ତରକୁ ଛୁଇଁଛି। କରୋନାର ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ସ୍ୱତନ୍ତ୍ର ଡ୍ରାଇଭ୍ ପାଇଁ ଡିଜିପିଙ୍କୁ…

ଟିଟିପିଏସ୍ ବନ୍ଦ ପ୍ରତିବାଦରେ ଅନୁଗୁଳରେ…

ଅନୁଗୁଳ: ଆଜି ଅନୁଗୁଳରେ ୧୨ ଘଣ୍ଟିଆ ବନ୍ଦ। ଟିଟିପିଏସ ବନ୍ଦ ପ୍ରତିବାଦରେ ବନ୍ଦ ଡାକରା ଦେଇଛି ବିଜେଡି। ତେବେ ଜିଲ୍ଲାର ସମସ୍ତ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି ଗାଡିମଟର ଚାଲୁନଥିବା ବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ଅତ୍ୟାବଶ୍ୟକୀୟ ସେବାକୁ ବାଦ ଦିଆଯାଇଥିବା ବେଳେ ସମସ୍ତ ସରକାରୀ,…

ରେପୋ ରେଟ୍ ଅପରିବର୍ତ୍ତିତ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଅପରିବର୍ତ୍ତିତ ରହିଲା ରେପୋରେଟ୍। ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶଙ୍କ ଅଧ୍ୟକ୍ଷତାରେ ବସିଥିବା ମନିଟାରୀ ପଲିସି କମିଟିରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ପୂର୍ବପରି ୪ ପ୍ରତିଶତ ରେପୋ ରେଟ୍ ରହିବା ନେଇ ବୈଠକରେ…

ଥାନା ଭିତରେ ପଶି ଅଭିଯୋଗକାରୀଙ୍କୁ…

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ରେମୁଣା ଥାନାରେ ଅଭିଯୋଗକାରୀଙ୍କୁ ସଂଘବଦ୍ଧ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ପ୍ରାୟ ୧୫୦ ଦୁର୍ବୃତ୍ତ ଥାନାରେ ପଶି ଦୁଇଜଣଙ୍କୁ ଧାରୁଆ ମାରଣାସ୍ତ୍ରରେ ଆକ୍ରମଣ କରିବା ସହ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇ ଗୁରୁତରଙ୍କୁ ଉଦ୍ଧାର କରି…

ରାଜ୍ୟରେ ଅଣାୟତ୍ତ କରୋନା: ୭୯୧ ପଜିଟିଭ୍…

ଭୁବନେଶ୍ବର: ପୁଣି ଅଣାୟତ୍ତ ହେଲାଣି ମହାମାରୀ କରୋନା। ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୩୨ଜଣ ସ୍ଥାନୀୟ…