ରାଜ୍ୟରେ ଅଣାୟତ୍ତ କରୋନା: ଦିନକରେ ୧୨୮୨…
ଭୁବନେଶ୍ବର: ପୁଣି ଅଣାୟତ୍ତ କଲାଣି କରୋନା। ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୫ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା…