Odisha Link
Bridging the Missing Links in Odisha

୨୭ ଜିଲ୍ଲାରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୧୧ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ଆସନ୍ତା ୨ ଘଣ୍ଟା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ସେହି ୧୧ଟି ଜିଲ୍ଲା ଯଥା- ମାଲକାନଗିରି, କୋରାପୁଟ, କନ୍ଧମାଳ, ରାୟଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ନୟାଗଡ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁରକୁ ସତର୍କ ସୂଚନା ଦିଆଯାଇଛି। ଏହି ୧୧ଟି ଜିଲ୍ଲା ବ୍ୟତିତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

Leave A Reply

Your email address will not be published.