Odisha Link
Bridging the Missing Links in Odisha
Daily Archives

April 14, 2021

ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ

ପୁରୀ: ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ପରଲୋକ ଘଟିଛି। ଏଥିପାଇଁ ହେବାକୁ ଥିବା ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଲେ ପୁରୀ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ। ଆସନ୍ତା ୧୭ ତାରିଖରେ ହୋଇଥାନ୍ତା ପିପିଲି ଉପନିର୍ବାଚନ। ତେବେ କଂଗ୍ରେସ ପ୍ରାର୍ଥୀ…

ଅଜିତ୍ ମଙ୍ଗରାଜଙ୍କ ବିୟୋଗ ଓଡ଼ିଶା ପାଇଁ…

ଭୁବନେଶ୍ୱର: ପିପିଲି ଉପନିର୍ବାଚନରେ କଂଗ୍ରେସ ଦଳର ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିବା ସହ ଭୁବନେଶ୍ୱର ଠାରେ ଏକ ଘରୋଇ ହସ୍ପିଟାଲରେ ଶୋକସନ୍ତପ୍ତ ପରିବାରର ସଦସ୍ୟଙ୍କୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ…

ସୁନ୍ଦରଗଡ଼ରେ କରୋନା ମୁକାବିଲାର ସମୀକ୍ଷା…

ରାଉରକେଲା: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ  ପ୍ରଦୀପ୍ତ କୁମାର ମହାପାତ୍ର ଏବଂ ରାଜ୍ୟସ୍ତରୀୟ ବରିଷ୍ଠ ଅଧିକାରୀ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର, ଡିଏମଇଟି ଡାକ୍ତର ସିବିକେ…

କରୋନା: ଭୁବନେଶ୍ୱରରୁ ୩୦୭ ଆକ୍ରାନ୍ତ…

ଭୁବନେଶ୍ୱର: ରାଜ୍ୟ ପୁଣି କରେନା ସଂକ୍ରମଣ ବଢ଼ିବାରେ ଲାଗିଛି। ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ଟ୍ରିପ୍‌ଲ ସେଞ୍ଚୁରୀ ମାରିଛି। ଆଜି ୩୦୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୩୮ ଜଣ ଲୋକାଲ୍‌ କେସ। ଏନେଇ ବିଏମ୍‌ସି ଟ୍ୱିଟ୍‌ କରିଛି। ଚିନ୍ତା…

ଡାକ୍ତରଖାନାରୁ ୩୨୦ କୋଭିଡ୍‌ ଟିକା ଚୋରି

ଜୟପୁର: ଜନସାଧାରଣଙ୍କୁ ମାଗଣା ଦିଆଯିବାକୁ ଆସିଥିବା କୋଭିଡ୍‌ ଟିକା ହସ୍ପିଟାଲ ପରିସରରୁ ଚୋରି ହୋଇଯାଇଛି। ଘଟଣା ଘଟିଛି ରାଜସ୍ଥାନର ଜୟପୁର ସହରର ଶାସ୍ତ୍ରୀ ନଗରରେ ଥିବା କନଓ୍ବାଟିୟା ହସ୍ପିଟାଲରେ। କେହି ଦୁର୍ବୃତ୍ତ ଏଠାରୁ ୩୨୦ଟି ଭାକ୍ସିନ୍‌ ଚୋରି କରିନେଇଥିବା ଅଭିଯୋଗ ହୋଇଛି। ଗତକାଲି ହସ୍ପିଟାଲ…

ବିଜେପିରେ ଯୋଗ ଦେଲେ ସ୍ମୃତିରେଖା ପାହି

ଭୁବନେଶ୍ୱର: ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଜୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜ୍ୟସଭାପତି ସମୀର ମହାନ୍ତି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଧର୍ମଶାଳା ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟିକା ପ୍ରାର୍ଥୀନୀ…

ଆଧୁନିକ ଭାରତ ଗଠନରେ ବାବା ସାହେବଙ୍କ…

ଭୁବନେଶ୍ୱର: ଭାରତରତ୍ନ ବାବାସାହେବ ଡା. ଭୀମରାଓ ଆମ୍ବେଦକରଙ୍କ ୧୩୦ତମ ଜନ୍ମ ଜୟନ୍ତୀ ରାଜ୍ୟବ୍ୟାପୀ ପାଳନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱର ସ୍ଥିତ ଏଜି ଛକରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ପୂର୍ବତନ ମନ୍ତ୍ରୀ କନକ…

ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ଶୋକ…

ଭୁବନେଶ୍ବର: କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତ ଯେ, ଅଜିତ ମଙ୍ଗରାଜଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଦୁଃଖଦ ସମୟରେ ଶୋକସନ୍ତପ ପରିବାରକୁ ମୋର ସମବେଦନା। କେବଳ ମୁଖ୍ୟମନ୍ତ୍ରୀ ନୁହେଁ…

ନିର୍ଦ୍ଧାରଣ ହେବ ସାନି ତାରିଖ: ସିଇଓ

ଭୁବନେଶ୍ବର: ପିପିଲି କଂଗ୍ରେସ ପ୍ରର୍ଥୀଙ୍କ ଦେହାନ୍ତ ପରେ ସିଇଓ ସୂଚନା ଦେଇଛନ୍ତି। ଏନେଇ ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ। ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟ ପରେ ପଦକ୍ଷେପ ନିଆଯିବ। ପିପିଲିରେ ସାନି ଉପ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ। ପିପିଲି ଉପନିର୍ବାଚନରେ…

ପିପିଲି: ବନ୍ଦ ହେବ ଉପନିର୍ବାଚନ!

ଭୁବନେଶ୍ବର: ଆସନ୍ତା ଏପ୍ରିଲ ୧୭ ତାରିଖରେ ହେବାକୁ ଥିବା ପିପିଲି ଉପନିର୍ବାଚନ ନେଇ ଏବେ ଅନିଶ୍ଚିତତା ଘେରରେ ଅଛନ୍ତି ନେତା ଓ କର୍ମୀ। ଆସନ୍ତାକାଲି ହେଉଛି ପ୍ରଚାରର ଶେଷଦିନ। ଏଭଳି ପରିସ୍ଥିତିରେ ହଠାତ ଆଜି ପିପିଲିରେ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କର ମୃତ୍ୟୁ ହୋଇଯାଇଥିବାରୁ ନିର୍ବାଚନ…