୧୯ରୁ ଉଚ୍ଚଶିକ୍ଷା ଅନୁଷ୍ଠାନ ବନ୍ଦ
ଭୁବନେଶ୍ବର: ରାଜ୍ୟରେ ପୁଣି ଦୃତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯିବ। ଆସନ୍ତା ୧୯ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଛାତ୍ରଛାତ୍ରୀମାନଙ୍କ ପଢ଼ିବା ପାଇଁ…