Odisha Link
Bridging the Missing Links in Odisha

ରାତି ୮ରେ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଆଜି ରାତି ୮ଟାରେ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦି।

ଦେଶରେ କରୋନା ସ୍ଥିତି ଓ ଟୀକାକରଣ କିଭଳି ଚାଲିଛି ଆଗକୁ କେମିତି ହେବ, ସେନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବେ ମୋଦି। ବିଭିନ୍ନ ବିଭାଗର ମନ୍ତ୍ରୀ ଓ ବରିଷ୍ଠ ଅଫିସରଙ୍କ ସହ ଦେଶର କରୋନା ସ୍ଥିତି ନେଇ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Leave A Reply

Your email address will not be published.