Odisha Link
Bridging the Missing Links in Odisha

୨୪ ଘଣ୍ଟାରେ ୪୭୬୧ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩,୭୭,୪୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭,୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩,୪୭,୬୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଉଛି ମହମାରୀ କରୋନା। ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୪୭୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮୫ ଜଣ କ୍ବାରାଣ୍ଟିନ୍‌ରେ ରହିଥିବା ବେଳେ ୧୯୭୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୭୭ହଜାର ୪୬୪ଜଣକୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮୪ଜଣ, ବରଗଡ଼ ଜିଲ୍ଲାରୁ ୧୯୮ଜଣ, ଭଦ୍ରକ ଜିଲ୍ଲାରୁ ୬୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨୨ଜଣ, ବୌଦ୍ଧ ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୧୭୬ଜଣ, ଦେଓଗଡ଼ ଜିଲ୍ଲାରୁ ୩୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୩୧ଜଣ, ଗଞ୍ଜାମ ଜିଲ୍ଲାରୁ ୪୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୮୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬୭ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୨୦ଜଣ, କୋରାପୁଟ ଜିଲ୍ଲାରୁ ୩୧ଜଣ, ମାଲକାନଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୬ଜଣ, ନବରଙ୍ଗପୁର ୧୫୪, ନୟାଗଡ଼ରୁ ୬୩, ନୂଆପଡ଼ାରୁ ୫୩୪, ପୁରୀରୁ ୧୯୩, ରାୟଗଡ଼ାରୁ ୬୦, ସମ୍ବଲପୁରୁ ୧୮୩, ସୋନପୁରରୁ ୪୭, ସୁନ୍ଦରଗଡ଼ରୁ ୬୭୩, ଷ୍ଟେଟ୍‌ ପୁଲରୁ ୧୬୦ ଜଣ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩,୭୭,୪୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭,୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩,୪୭,୬୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.