Odisha Link
Bridging the Missing Links in Odisha
Daily Archives

April 20, 2021

ଆସ୍ଥା ଭୋଟରେ ସୌମ୍ୟଙ୍କ ପରାଜୟ, ହରାଇବେ…

ନୟାଗଡ଼: ସାରା ରାଜ୍ୟରେ ଚର୍ଚ୍ଚାରେ ଥିବା ଲକ୍ଷ୍ମୀପ୍ରସାଦ ସରପଞ୍ଚ ଇଂ ସୈାମ୍ୟରଞ୍ଜନ ପ୍ରଧାନଙ୍କୁ ଲାଗିଛି ଝଟକା। ଅନାସ୍ଥା ଭୋଟ୍‌ରେ ପରାଜିତ ହୋଇଛନ୍ତି ସୌମ୍ୟରଞ୍ଜନ। ଲକ୍ଷ୍ମୀପ୍ରସାଦ ଗ୍ରାମପଞ୍ଚାୟତର ୧୫ରୁ ୧୫ ୱାର୍ଡ଼ ସଭ୍ୟ ତାଙ୍କ ବିରୁଦ୍ଧରେ ମତଦାନ କରିଛନ୍ତି। ଯାହାରି ଫଳରେ ସେ ତାଙ୍କ ପଦବୀ…

 ଆତ୍ମହତ୍ୟା ଉଦ୍ୟମ କଲେ ବିଶ୍ୱବିଦ୍ୟାଳୟ…

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଶ୍ୱବିଦ୍ୟାଳୟର ଜଣେ କର୍ମଚାରୀ କୁଳପତିଙ୍କ ଅଫିସ ଆଗରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କ ମଡେକିଲରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁସାରେ, ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଏକାଡେମୀକ…

କରୋନା କବଳରେ ମୁଖ୍ୟ ନିର୍ବାଚନ କମିଶନର ଓ…

ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଦେଶରେ ଦୈନିକ ୨ ଲକ୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ଏସବୁ ମଧ୍ୟରେ ନୂଆ ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା ଓ ନିର୍ବାଚନ କମିଶନର ରାଜୀବ କୁମାରଙ୍କୁ କରୋନା। ନିର୍ବାଚନ ଚାଲିଥିବା ବେଳେ ଭୋଟିଂ ପୂର୍ବରୁ ଏହି…

କରୋନା: ଆଜିଠୁ ଛତିଶଗଡ଼ରେ ଲାଗିଲା…

ଛତିଶଗଡ଼: ଦେଶରେ ପୁଣି ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଆଜି ଛତିଶଗଡ଼ ସରକାର ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ ଘୋଷଣା କରିଛନ୍ତି। ହେଲେ ସବୁ ଜିଲ୍ଲାରେ ଅଲଗା ଅଲଗା ତାରିଖରେ ଲକଡାଉନ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ ଯେ, ସୁକମା ଜିଲ୍ଲାରେ ଲକଡାଉନ୍ ଘୋଷଣା କରାଯାଇଛି।…

ବାତିଲ ହେଲା ଆଇସିଏସ୍‌ଇ ଦଶମ ପରୀକ୍ଷା

ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ କରୋନା ସ୍ଥିତି। ଏହାକୁ ନଜର ରଖି ବାତିଲ ହୋଇଛି ଆଇସିଏସ୍‌ଇ ୧୦ମ ବୋର୍ଡ ପରୀକ୍ଷା। ଏପ୍ରିଲ ୧୬ରେ ଆଇସିଏସ୍‌ଇ ଦଶମ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି ହୋଇଥିଲା କିନ୍ତୁ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି CISCE ତା’ର ନିଷ୍ପତ୍ତି ବଦଳାଇଛି। ଆଇସିଏସ୍‌ଇ ଦଶମ ପରୀକ୍ଷା ବାତିଲ…

ଆଜି ରୁକୁଣା ରଥଯାତ୍ରା: ସେବାୟତ ଓ…

ଭୁବନେଶ୍ବର: ଆଜି ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ମାଉସୀ ମା’ ଛକ ସ୍ଥିତ ରାମେଶ୍ବର ମନ୍ଦିର ଅଭିମୁଖେ ରୁକୁଣା ରଥରେ ଯାତ୍ରା କରି‌ବେ ପ୍ରଭୁ ଶ୍ରୀଲିଙ୍ଗରାଜ। ରଥରେ ବିରାଜମାନ କରିବେ ପ୍ରଭୁ ଲିଙ୍ଗରାଜ, ଦେବୀ ରୁକ୍ମିଣୀ ଓ ପ୍ରଭୁ ବାସୁଦେବ। ସାରଥୀ ସାଜି ସ୍ବୟଂ ବ୍ରହ୍ମା ରଥ ଚାଳନା…

ନବୀନ ନିବାସ ଆଗରେ ୧୦ମ ଶ୍ରେଣୀ…

ଭୁବନେଶ୍ବର: ରାଜରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସ୍ଥିତି। ବଢ଼ିବାରେ ଲାଗିଛି କରୋନା କାୟା। ଏପରିକି ରାଜ୍ୟରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ହେବାକୁ ଥିବା ବିଭିନ୍ନ ପରୀକ୍ଷାକୁ ସ୍ଥଗିତ କରାଯାଇଛି। କିଛି ଦିନ ପୂର୍ବରୁ ଦଶମ ପରୀକ୍ଷାକୁ ମଧ୍ୟ…

ଲକ୍‌ଡାଉନ୍‌ ଘୋଷଣା ପରେ ବସ୍‌ଷ୍ଟାଣ୍ଡ,…

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ବିଶେଷକରି ରାଜ୍ୟର ପ୍ରମୁଖ ସହର ଗୁଡ଼ିକରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏସବୁ ମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଦିଲ୍ଲୀରେ ୬ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଘୋଷଣା ହେବାର କିଛି ସପୟ…

ପୁଣି ଓଡ଼ିଶା ଆସୁଛି ପୋସ୍କୋ

ଭୁବନେଶ୍ବର: ଜଗତସିଂହପୁର ଜିଲ୍ଲାରେ ଇସ୍ପାତ କାରଖାନା କରିବା ଆଳରେ ସ୍ଥାନୀୟ ବାସିନ୍ଦାଙ୍କ ଅର୍ଥନୀତି ଓ ପରିବେଶ ଉଭୟକୁ ନଷ୍ଟ କରି ଏଠାରୁ ଫେରିଯାଇଥିବା ଦକ୍ଷିଣକୋରିଆ କମ୍ପାନୀ ପୋସ୍କୋ ପୁଣିଥରେ ଓଡ଼ିଶା ଆସିବା ଲାଗି ଉଦ୍ୟମ ଆରମ୍ଭ କରିଛି। ରାଜ୍ୟ ସରକାରଙ୍କ ସହଯୋଗରେ ଏଠାରେ ଇସ୍ପାତ କାରଖାନା…

କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୭୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା…