Odisha Link
Bridging the Missing Links in Odisha
Daily Archives

April 21, 2021

କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କୁ…

ଭୁବନେଶ୍ବର: କଂଗ୍ରେସ ବିଧାୟକ ନରସିଂହ ମିଶ୍ର କରୋନା ପଜିଟିଭ ହୋଇଛନ୍ତି। ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ନରସିଂହ। ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ କରୋନା ପରୀକ୍ଷା କରିବାକୁ ମଧ୍ୟ ସେ କହିଛନ୍ତି। ତେବେ କରୋନା ପଜିଟିଭ ଆସିବା ପରେ ଏବେ ସଙ୍ଗରୋଧରେ ରହିଛନ୍ତି ନରସିଂହ ମିଶ୍ର।…

କରୋନା: ଭୁବନେଶ୍ଵରରୁ ଚିହ୍ନଟ ହେଲେ ୪୭୬…

ଭୁବନେଶ୍ଵର: ରାଜ୍ୟରେ ଦୃତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଭୁବନେଶ୍ଵରରୁ ୪୭୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିରେ ସ୍ଥାନୀୟ ସଂକ୍ରମଣ କେସ୍ ସଂଖ୍ୟା ଅଧିକ ରହିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୨୦୪କୁ ବୃଦ୍ଧି ଘଟିଛି। ଅନ୍ୟପକ୍ଷେ ୧୪୦ ଜଣ…

୨୫ରୁ ବନ୍ଦ ହେବ ଏମ୍ସର ବର୍ହି ବିଭାଗ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଏମ୍ସ ବର୍ହି ବିଭାଗ ବନ୍ଦ ପାଇଁ ନିଷ୍ପତ୍ତି ନେଇଛି। ଏମ୍ସର ଏକାଧିକ କର୍ମଚାରୀ କୋଭିଡ୍ ସଂକ୍ରମିତ ହେବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ଆସନ୍ତା ୨୫ ତାରିଖରୁ ଏମ୍ସ ବର୍ହି ବିଭାଗ ସାମିୟକ ଭାବେ ବନ୍ଦ…

କରୋନାରେ ଆକ୍ରାନ୍ତ ହେଲେ କେନ୍ଦ୍ର…

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ୍‌ ନିଶଙ୍କ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ପୋଖରିୟାଲ୍‌ ନିଶଙ୍କ ନିଜେ ଟ୍ୱିଟ୍‌ କରି ଏ ସମ୍ୱନ୍ଧରେ ସୂଚନା ଦେଇଛନ୍ତି। ସେ ଟ୍ୱିଟ୍‌ କରି କହିଛନ୍ତି, ମୁଁ ଆପଣଙ୍କୁ ସୂଚିତ କରିଦେବାକୁ ଚାହୁଁଛି ଯେ ମୋର କରୋନା ରିପୋର୍ଟ…

କରୋନା ସମୟରେ ରୋଗୀମାନେ ପାଇ ପାରିବେ ବଡ଼…

ସୁନ୍ଦରଗଡ଼: କୋଭିଡ୍ ସମୟରେ ରୋଗୀମାନେ ଦୂର ଦୂରାନ୍ତକୁ ନଯାଇ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ରହି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଶେଷଜ୍ଞ ଡାକ୍ତରମାନଙ୍କଠାରୁ ଚିକିତ୍ସା ପରାମର୍ଶ ପାଇ ପାରିବେ। ସୁନ୍ଦରଗଡ଼ ଜିଲ୍ଲାରେ ଏହି ଇ-ସଂଜୀବନୀ ସେବା ମାଧ୍ୟମରେ ରୋଗୀମାନେ ବିଶେଷ ଉପକୃତ ହେଉଛନ୍ତି। କୋଭିଡ୍…

କରୋନା: ପରାମର୍ଶ ଦେଲେ ୩ ଖ୍ୟାତନାମା…

ନୂଆଦିଲ୍ଲୀ: ଦେଶରେ ଦୃତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଆଜି କୋଭିଡ୍ ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି ଦେଶର ୩ ବରିଷ୍ଠ ଡାକ୍ତର। ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ ଡକ୍ଟର ରଣଦୀପ ଗୁଲେରିଆ, ନାରାୟଣ ହେଲଥ ଅଧ୍ୟକ୍ଷର ଡକ୍ଟର ଦେବୀ ସେଟ୍ଟୀ , ମେଦାନ୍ତ ହସ୍ପିଟାଲ ଅଧ୍ୟକ୍ଷ ନରେଶ ତ୍ରେହାନ ଆଜି ଦେଶର…

କୋଭିଡ ପରିଚାଳନାରେ ଅନିୟମିତତା ଓ…

ଭୁବନେଶ୍ବର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି। ବଢୁଛି କରୋନାର କାୟା। ସ୍ଥିତି ହେଉଛି ବେକାବୁ। ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି। କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି। ତେବେ ରାଜ୍ୟ ସରକାରଙ୍କ କୋଭିଡ…

ଗଞ୍ଜାମରେ ସବୁ ଧର୍ମାନୁଷ୍ଠାନ ବନ୍ଦ

ଗଞ୍ଜାମ: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନକୁ ଯିବା ଲାଗିଲା କଟକଣା। କୋଭିଡ୍ ସଂକ୍ରମଣ ବଢୁଥିବା ଦେଖି ଜିଲ୍ଲାର ସମସ୍ତ ମନ୍ଦିର, ମସଜିଦ, ଚର୍ଚ୍ଚ ଓ ଧର୍ମୀୟ ପୀଠରେ ପ୍ରବେଶ ନିଷେଧ କରାଯାଇଛି। କେବଳ ମନ୍ଦିରର ପୂଜକମାନେ ପାରମ୍ପରିକ ରୀତିନୀତି…

ମାଓ ଶିବିର ଉପରେ ଏୟାର ଷ୍ଟ୍ରାଇକ

ମାଲକାନଗିରି: ପ୍ରଥମ ଥର ଲାଗି ମାଓବାଦୀଙ୍କ ଉପରେହୋଇଛି ଏୟାର ଷ୍ଟ୍ରାଇକ। ଛତିଶଗଡ଼ ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟିର ମୁଖପାତ୍ର ବିକଳ୍ପ ପ୍ରେସ ନୋଟ ଜାରି କରି ଏହି ସୂଚନା ଦେଇଛନ୍ତି। ଏହାସହ ଏୟାରଷ୍ଟ୍ରାଇକର ଭିଡିଓ ଓ ଫଟୋ ବି ଜାରି କରାଯାଇଛି। ମାଓବାଦୀମାନେ ଦାବି କରିଛନ୍ତି, ୧୯ ଏପ୍ରିଲରେ…

ଆତ୍ମସମର୍ପଣ କଲା ଦୁର୍ଦ୍ଦାନ୍ତ ନକ୍ସଲ…

ମାଲକାନଗିରି: ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ନିଜ ଦବଦବା ଜାରି ରଖିଥିବା ଦୁର୍ଦ୍ଦାନ୍ତ ନକ୍ସଲ କ୍ରିଷ୍ଣା ଶେଷରେ ଆତ୍ମସମର୍ପଣ କରିଛି। ଆନ୍ଧ୍ର, ଓଡ଼ିଶା ଏବଂ ତେଲେଙ୍ଗାନାରେ ବିଭିନ୍ନ ହିଂସାକାଣ୍ଡରେ ଜଡ଼ିତ ଥିବା କ୍ରିଷ୍ଣା ନାମରେ ଥିଲା ୩୦ ଲକ୍ଷ ଟଙ୍କାର ପୁରସ୍କାର। କ୍ରିଷ୍ଣାକୁ ଧରାଇ…