Odisha Link
Bridging the Missing Links in Odisha

ବଜ୍ରପାତ ଆଶଙ୍କା, ୧୨ ଜିଲ୍ଲା ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ବଜ୍ରପାତ ନେଇ ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ୩ ଘଣ୍ଟା ପାଇଁ ଏହି ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

ଏହି ୧୨ ଜିଲ୍ଲାଗୁଡିକ ହେଲା ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର,ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ ଓ ବାଲେଶ୍ୱର ସାମିଲ ରହିଛି। ବର୍ଷା ଓ ବଜ୍ରପାତ ସମୟରେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.