Odisha Link
Bridging the Missing Links in Odisha

ଆଉ ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ପୁଣି ଦିନକୁ ଦିନ ଭୟଙ୍କର ହେଉଛି କରୋନା ସ୍ଥିତି। ଗତ ୨୪ ଘଣ୍ଟାରେ ଆଉ ୮ ମୁଣ୍ଡ ନେଇଛି କରୋନା। ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ବାଲେଶ୍ୱରରୁ ଜଣେ, ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ଜଣେ, କଟକରୁ ଜଣେ, ନୂଆପଡ଼ାରୁ ଜଣେ ଓ ସୁନ୍ଦରଗଡ଼ରୁ ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.