Odisha Link
Bridging the Missing Links in Odisha
Daily Archives

April 25, 2021

କରୋନା: ଦିନକରେ ଚାଲିଗଲା ୭ ଜୀବନ

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ଦିନକୁ ଦିନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅନ୍ୟପଟେ ରାଜ୍ୟରେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ…

ରାଜ୍ୟରେ ଅଣାୟତ୍ତ କରୋନା: ଦିନକରେ ୬୧୧୬…

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ଦିନକୁ ଦିନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪,୦୭,୪୫୭ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା…

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ, ୨…

ମାଲକାନଗିରି: ସାରା ରାଜ୍ୟରେ ଲାଗିଛି କରୋନା କଟକଣା। ହେଲେ କଟକଣାକୁ ଫୁ କରି ସକ୍ରିୟ ରହୁଛନ୍ତି ଗଞ୍ଜେଇ ମାଫିଆ। ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳ ପଣସପୁଟ ଗାଁରୁ ବିହାର ଚାଲାଣେ ବେଳେ ପୁଲିସ ହାତରେ ଲାଗିଛି ବିପୁଳ ଗଞ୍ଜେଇ। ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ ହୋଇଥିବା ଖବର…