Odisha Link
Bridging the Missing Links in Odisha

ଦିନକରେ ରାଜଧାନୀରୁ ୭୭୩ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅନ୍ୟପଟେ ରାଜଧାନୀ ଭୁବନେଶ୍ବରରେ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୭୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରାଣ୍ଟିନ ସେଣ୍ଟରରୁ ୧୪୦ ଜଣ ଚିହ୍ନଟ ହୋଇଥିବା େବଳେ ୬୩୨ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି।

ରାଜଧାନୀ ଭୁବନେଶ୍ବରରୁ ବର୍ତ୍ତମାନ ସୁଦ୍ଧା ୪୧,୪୦୧ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ଆକ୍ଟିଭ୍‌ କେସ୍‌ ୫୮୯୬ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୩୫୨୨୭ ଜଣ ଏବଂ ୨୫୭ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.