Odisha Link
Bridging the Missing Links in Odisha
Monthly Archives

April 2021

ରେକର୍ଡ ଭାଙ୍ଗୁଛି କରୋନା ସଂକ୍ରମଣ,…

ନୂଆଦିଲ୍ଲୀ: ମହାମାରୀର କରାଳ ରୂପରେ ଘାଣ୍ଟି ହେଉଛି ସାରା ଦେଶ। ଦିନକୁ ଦିନ ଦେଶରେ ଅଣାୟତ୍ତ ହେବାରେ ଲାଗିଛି କରୋନା ସଂକ୍ରମଣ। ଏସବୁ ମଧ୍ୟରେ ଦିନକରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ ଆକ୍ରାନ୍ତ ଦେଶରେ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩, ୮୬, ୪୫୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।…

ଜଟଣୀ: ପୌରାଞ୍ଚଳର ୩ ଅଞ୍ଚଳକୁ…

ଜଟଣୀ: ମହାମାରୀ କରୋନାର କରାଳ ରୂପରେ ହନ୍ତସନ୍ତ ହେଉଛି ଜୀବନ। ଦିନକୁ ଦିନ କରୋନା ମାମଲା ବଢ଼ିବାରେ ଲାଗିଛି। ଯାହାକୁ ନେଇ ଚିନ୍ତାରେ ସରକାର। ଏସବୁ ମଧ୍ୟରେ ଜଟଣୀ ପୌରାଞ୍ଚଳର ୩ଟି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି ପ୍ରଶାସନ। ସ୍ଥାନୀୟ ଆକାଉଣ୍ଟ୍‌ସ କଲୋନୀ, ଖଳିପୋଖରୀ ଓ ବିକାଶନଗର…

ନୟାପଲ୍ଲୀ ଆଇଡି ମାର୍କେଟ ୩ ଦିନ ପାଇଁ…

ଭୁବନେଶ୍ବର: ଦିନକୁ ଦିନ ରାଜଧାନୀ ଭୁବନେଶ୍ବରରେ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। କିଛିଦିନ ହେବ ରାଜ୍ୟର ଭୁବନେଶ୍ବର ମହାନଗର ନିଗମରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି ସଂକ୍ରମଣ। ଯାହାଫଳରେ ବିଏମସିର ଚିନ୍ତା ବଢ଼ିଛି। କରୋନା ମାମଲା ବଢ଼ୁଥିବାରୁ ବିଏମସି ନେଇଛି କଡ଼ା ପଦକ୍ଷେପ। କୋଭିଡ ନିୟମ ଉଲ୍ଲଘଂନ…

କରୋନା: ଦିନକରେ ଚାଲିଗଲା ୧୪ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ତାଣ୍ଡବ ରଚୁଛି ମହାମାରୀ କରୋନା। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ସମସ୍ତଙ୍କ ନିଦ ହଜାଉଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରେ ଦିନକରେ ୮୬୮୧ କରୋନା ମାମଲା ସାମ୍ନାକୁ ଆସିଥିବା ବେଳେ ୧୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ…

ଦିନକରେ ୮୬୮୧ ପଜିଟିଭ ଚିହ୍ନଟ,…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ରେକର୍ଡ ସଂଖ୍ୟକ ୮୬୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମଧ୍ୟରୁ ୪୯୪୮ ଜଣ କ୍ବାରାଣ୍ଟିନ୍‌…

ମାସ୍କ ପାଇଁ ଫାଇନ ୫.୨୪ କୋଟି

ଭୁବନେଶ୍ବର:  କୋଭିଡ୍ ନିୟମ ପାଳନ କରିବାକୁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଅଭୟ ରାଜ୍ୟର ସମସ୍ତଙ୍କ ଲୋକମାନଙ୍କୁ ନିବେଦନ କରିଛନ୍ତି। ଲୋକମାନେ କଟକଣା ନ ମାନିଲେ କଠୋର ପଦକ୍ଷେପ ନିଆଯିବ ବୋଲି ସେ ସତର୍କ କରାଇଦେଇଛନ୍ତି। ପୁଲିସ ମହାନିର୍ଦ୍ଦେଶକ କହିଛନ୍ତି ଯେ, ପୁଲିସ ବାହିନୀର ମୁଖ୍ୟ କାମ ହେଉଛି…

ଦିନକରେ ରାଜଧାନୀରୁ ୮୫୧ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅନ୍ୟପଟେ ରାଜଧାନୀ ଭୁବନେଶ୍ବରରେ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୮୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୬ ଜଣ…

୧୦୦୦ ଶଯ୍ୟା ବିଶିଷ୍ଟ କୋଭିଡ ଚିକିତ୍ସାଳୟ…

ନୂଆଦିଲ୍ଲୀ: ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଗୁଜରାଟର ଜାମନଗରଠାରେ ଅମ୍ଳଜାନ ଯୋଗାଣ ବ୍ୟବସ୍ଥା ରହିଥିବା ୧୦୦୦ ଶଯ୍ୟା ବିଶିଷ୍ଟ କୋଭିଡ ଚିକିତ୍ସାଳୟ ସ୍ଥାପନ କରାଯାଉଛି। ନାଗରିକମାନଙ୍କୁ ସମସ୍ତ ଚିକିତ୍ସା ସେବା ବିନାମୂଲ୍ୟରେ ଯୋଗାଇ ଦିଆଯିବ ଏବଂ ଏହି କୋଭିଡ୍ ଚିକିତ୍ସାଳୟ ସ୍ଥାପନା ଓ ଏହାର ପରିଚାଳନା…

କମିଲା କୋଭାକ୍ସିନ ଦର

ନୂଆଦିଲ୍ଲୀ: କରୋନା ମହାମାରୀ ସଂକ୍ରମଣ ଭିତରେ ଲୋକଙ୍କୁ ଆଶ୍ୱସ୍ତ କରିବା ଭଳି ଖବର ଆସିଛି। ମହାମାରୀ ସମୟରେ ଲୋକଙ୍କ ପାଇଁ ସଞ୍ଜୀବନୀ ସାଜିଥିବା କରୋନା ଟିକା ‘କୋଭାକ୍ସିନ୍‌’ ଦର ହ୍ରାସ କରାଯାଇଛି। ପ୍ରସ୍ତୁତକାରୀ ସଂସ୍ଥା ଭାରତ ବାୟୋଟେକ୍‌ ପକ୍ଷରୁ ‘କୋଭାକ୍ସିନ୍‌’ର ଦର ହ୍ରାସ ନେଇ ବିଜ୍ଞପ୍ତିି ଜାରି…

ଭଲ ହେବ ମରିଯାଅ: ଏଭଳି କହି କ୍ଷମାମାଗିଲେ…

ବେଙ୍ଗାଲୁରୁ: ସାରା ଦେଶରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଦେଶରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ଦେଶର ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ ଭଳି କଟକଣା ଲଗାଉଛନ୍ତି ସରକାର। ଏସବୁ ମଧ୍ୟରେ କର୍ଣ୍ଣାଟକର କରୋନା ମାମଲା ବଢ଼ିବାର ଲାଗିଛି।…