Odisha Link
Bridging the Missing Links in Odisha

ଭୁବନେଶ୍ୱରରୁ ୧୧୧୬ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି ମହାମାରୀ କରୋନା। ହୁ ହୁ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଯାହା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କଲାଣି। ଏହାରି ମଧ୍ୟର ରାଜଧାନୀ ଭୁବନେଶ୍ୱରରୁ ଆଜି ୧୧୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ଏବଂ ୯୩୯ ଲୋକାଲ କଣ୍ଟାକ୍ଟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ୧୧୧୬ କରୋନା ପଜିଟି ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୩୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.