Odisha Link
Bridging the Missing Links in Odisha
Daily Archives

May 6, 2021

ଜାମ୍ମୁ କାଶ୍ମୀରରେ ଏନକାଉଣ୍ଟର, ଟଳିଲେ ୩…

ଜାମ୍ମୁ: କାଶ୍ମୀରର ସୋପିଆନ ଜିଲ୍ଲାର କାନିଗାମ ଅଞ୍ଚଳରେ ମାଓବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର। ଏନକାଉଣ୍ଟରେ ଟଳିଛନ୍ତି ୩ ଆତଙ୍କବାଦୀ। ତେବେ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଛି। ଏମାନେ ସମସ୍ତେ ଅଲ-ବଦର ଆତଙ୍କବାଦୀ ସଂଗଠନର ନୂତନ ଭାବେ ନିଯୁକ୍ତ ହୋଇଥିଲେ। ସୂଚନା ଥାଉକି, ସୋପିଆନ୍…

ଲକଡାଉନର ୨ୟ ଦିନ, ଅମାନିଆଙ୍କ ଉପରେ କଡ଼ା…

ଭୁବନେଶ୍ୱର: କରୋନା ଦ୍ୱିତୀୟ ଲହର ସଂକ୍ରମଣରେ ବ୍ରେକ୍ ଲଗାଇବା ପାଇଁ ରାଜ୍ୟରେ ଲାଗୁ ହୋଇଛି ୧୪ ଦିନିଆ ଲକଡାଉନ୍‌ର। ଆଜି ଲକଡାଉନ୍‌ର ଦ୍ୱିତୀୟ ଦିନ। ରାଜ୍ୟ ସରକାର ଲକଡାଉନ୍‌କୁ କଡାକଡି ଭାବେ ପାଳନ କରିବାକୁ ରହିଛି ନିର୍ଦ୍ଦେଶ। କେବଳ ମେଡିକାଲ ଓ ଅତ୍ୟାବଶକୀୟ ସେବା ବ୍ୟତୀତ ଅନ୍ୟାନ ସବୁ ଜିନିଷ ଉପରେ…

ପୁଣି ବଢ଼ିଲା ତୈଳ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ତୈଳ ଦର। ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ତେଲ ଦର ଅପରିବର୍ତ୍ତିର ରହିଥିବା ବେଳେ ଏବେ କ୍ରମାଗତ ତୃତୀୟ ଦିନ ପାଇଁ ପେଟ୍ରୋଲ ଓ ଡିଜେଲ ଦର ବଢ଼ିଛି। ଆଜି ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୫୨ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ଲିଟର ପିଛା ୩୦ ପଇସା ବୃଦ୍ଧି…

ଏଣିକି ଘରେ ବସି ବିବାହ ଓ ଅନ୍ତ୍ୟେଷ୍ଟି…

ଭୁବନେଶ୍ଵର: କରୋନା ଦ୍ଵିତୀୟ ଲହର ମୁକାବିଲା ପାଇଁ ରାଜ୍ୟରେ ଜାରି ରହିଛି ୧୪ ଦିନିଆ ଲକଡାଉନ। ଏହି ସମୟରେ ଅତ୍ୟାବଶ୍ୟକୀୟ ସେବା ବ୍ୟତୀତ ଆଉ ସମସ୍ତ ଜିନିଷ ଉପରେ କଟକଣା ଜାରି କରାଯାଇଛି। ବାହାଘର ଓ ଅନ୍ତ୍ୟେଷ୍ଟି କାର୍ଯ୍ୟ ସୀମିତ ଲୋକଙ୍କୁ ନେଇ କରିବାକୁ ଅନୁମତି ମିଳିଛି। ହେଲେ ଏଥିପାଇଁ ଥାନାକୁ ଆସି…

ବିନା ମେସେଜରେ ଟିକା କେନ୍ଦ୍ରକୁ ଯିବା…

ଭୁବନେଶ୍ବର: ବିନା ମେସେଜରେ ଟିକା କେନ୍ଦ୍ରକୁ ଯିବାକୁ ମନା। ମୋବାଇଲ ଫୋନରେ ମେସେଜ କିମ୍ବା ପୂର୍ବ ସୂଚନା ନଥିଲେ କୌଣସି ବ୍ୟକ୍ତି ଟିକା କେନ୍ଦ୍ରକୁ ଯିବାକୁ ମନା କରାଯାଇଛି। ଏନେଇ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ଲକଡାଉନର ପ୍ରଥମ ଦିନର ସମୀକ୍ଷା ଅବସରରେ…

ଆଉ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ବଢ଼ିବାରେ ଲାଗିଛି ସଂକ୍ରମଣ ହାର। ଏଥିସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ଯାହା ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ୧୭ ଜଣଙ୍କର ମୃତ୍ୟୁ ହୋଥିବା ବେଳେ ରାଜ୍ୟରେ କରୋନାଜନିତ…

କରୋନା: ରାଜ୍ୟରେ ପୁଣି ୧୦ ହଜାର ଟପିଲା…

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ବଢ଼ିବାରେ ଲାଗିଛି ସଂକ୍ରମଣ ହାର। ଯାହା ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ପୁଣି ୧୦ ହଜାର ୫୨୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୭ ଜଣ ପଜିଟିଭ ଚିହ୍ନଟ…

ଦେଶରେ କୋଭିଡ୍‌ ପରିଚାଳନା: ଅସନ୍ତୋଷ…

ନୂଆଦିଲ୍ଲୀ: ଦେଶରେ କୋଭିଡ୍‌ ପରିଚାଳନା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ବେଳେ ଏ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ବିଜେପି ସାଂସଦ ସୁବ୍ରମନ୍ୟନ୍‌ ସ୍ବାମୀ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଉପରେ ଭରସା କରିବା ବୃଥା ବୋଲି ସେ କହିଛନ୍ତି। ଦେଶର କୋଭିଡ୍‌ ପରିଚାଳନା ଭାର କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ…