ରାଜଧାନୀରୁ ଆଉ ୯୬୨ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: କାୟା ମେଲାଉଛି ମହାମାରୀ କରୋନା। ହୁହୁ ବଢ଼ିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୯୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୧ ଜଣ ଓ ସ୍ଥାନୀୟ ଅଂଚଳରୁ ୭୮୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on 10th May (till 9am). pic.twitter.com/cCIxNXmqEq— BMC (@bmcbbsr) May 10, 2021