Odisha Link
Bridging the Missing Links in Odisha
Daily Archives

May 11, 2021

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୫୬୪ କରୋନା…

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୫୬୪ କରୋନା ଆକ୍ରାନ୍ତ। ରାଜ୍ୟରେ ମୋଟ କରୋନାରୁ ସୁସ୍ଥଙ୍କ ସଂଖ୍ୟା ୪ ଲକ୍ଷ ୬୫ ହଜାର ୧୩୩ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୨୯୧ ଜଣ ସୁସ୍ଥ ହୋଇଥିବା ବେଳେ…

ରାଜଧାନୀରୁ ଦିନକରେ ୧୧୯୬ଜଣ ଆକ୍ରାନ୍ତ…

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି ମହାମାରୀ କରୋନା। ଭୁବନେଶ୍ବରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୯୪ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୦୦୨ଜଣ ରହିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ…

ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି…

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ବି ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା ଜଣାପଡିଛି। ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଦୀପ୍ତ…

କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୭ ସୂତ୍ରୀ ପରାମର୍ଶ। କୋଭିଡ୍ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ, ଡିଜିପି, ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳ ଓ ଏସପିଙ୍କ ସହ କଥା ହୋଇଛନ୍ତି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ସଂକ୍ରମଣ ମାମଲା ବଢ଼ି ଚାଲିଛି। କୋଭିଡ୍…

ସତ ହେଲା ଆସାମ ମୁଖ୍ୟମନ୍ତ୍ରୀଙ୍କ…

ଗୌହାଟୀ: ୩୦ ବର୍ଷ ପରେ ସତ ହେଲା ଆସାମ ମୁଖ୍ୟମନ୍ତ୍ରୀଙ୍କ ଭବିଷ୍ୟବାଣୀ। ତୁମ ମାକୁ କହି ଦେବ, ମୁଁ ଦିନେ ମୁଖ୍ୟମନ୍ତ୍ରୀ ହେବି। ଏବଂ ସତରେ ଦିନେ ମୁଖ୍ୟମନ୍ତ୍ରୀ ହେବା ଘଟଣା ଫିଲ୍ମର କାହାଣୀ ପରି ଲାଗୁଥିବା ବେଳେ ସତ ପାଲଟିଛି। ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵ ଶର୍ମା ୨୨ ବର୍ଷ ବୟସରେ ୧୭ ବର୍ଷୀୟ…

ଆରବ ସାଗରରେ ଆସିପାରେ ବାତ୍ୟା ‘ଟଉକଟାଏ’

ଆରବ ସାଗରରେ ଆସିପାରେ ବାତ୍ୟା ‘ଟଉକଟାଏ’ ନୂଆଦିଲ୍ଲୀ: ମେ’ ୧୬ ସୁଦ୍ଧା ଆରବ ସାଗରରେ ସୃଷ୍ଟି ହୋଇପାରେ ବାତ୍ୟା। ଏନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଆରବ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଅବପାତ ପରେ ବାତ୍ୟାର ରୂପ ନେଇପାରେ। ଉତ୍ତର ଭାରତରେ ହେବାକୁ ଥିବା ବାତ୍ୟାର ନାମ ‘ଟଉକଟାଏ’…

୧୬ ଜିଲ୍ଲାରେ RTPCR ଟେଷ୍ଟିଂ ସେଣ୍ଟର…

ଭୁବନେଶ୍ୱର: କୋଭିଡ଼ ଲଢ଼େଇରେ ରୋଗୀର ଶୀଘ୍ର ପରୀକ୍ଷା ସଂକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୧୬ଟି ଜିଲ୍ଲା ଯଥା ଭଦ୍ରକ, ବୌଦ୍ଧ, ଢେ଼ଙ୍କାନାଳ, ଗଜପତି, ଖୋର୍ଦ୍ଧା ଜଗତସିଂହପୁର, ଯାଜପୁର କେନ୍ଦ୍ରାପଡା, ନବରଙ୍ଗପୁର, ମାଲକାନଗିରି, ନୂଆପଡା, ସୋନପୁର,…

ବ୍ଲାକ୍ ଫଙ୍ଗସ୍‌ ଆତଙ୍କ: ଭୁବନେଶ୍ୱରରୁ…

ଭୁବନେଶ୍ୱରେ: ରାଜଧାନୀ ଭୁବନେଶ୍ୱରରେ ବ୍ଲାକ୍ ଫଙ୍ଗସ୍ ଆତଙ୍କ। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪ ଜଣ ବ୍ଲାକ୍ ଫଙ୍ଗସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି କେୟାର୍ ହସ୍ପିଟାଲରୁ ୪ ଜଣ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଥିବା ନେଇ ଡାକ୍ତର ମିତାଲି କର ସୂଚନା ଦେଇଛନ୍ତି। ସୂଚନା ମୁତାବକ, ଚିହ୍ନଟ…

ଟିକା ଅଭାବ ସମୟରେ ଟିକା ଅପଚୟ ତାଲିକା…

ନୂଆଦିଲ୍ଲୀ: କରୋନା ମହାମାରୀକୁ ମାତ୍‌ ଦେବା ପାଇଁ ସାରାଦେଶରେ ଟିକାକରଣକୁ ତ୍ୱରାନ୍ୱିତ କରାଯାଉଛି। ଟିକାର ଅଭାବ କାରଣରୁ ଟିକାକରଣ ପ୍ରକ୍ରିୟାରେ ଅନିୟମିତତା ଦେଖିବାକୁ ମିଳୁଥିବା ବେଳେ ଅନ୍ୟପଟେ ବିପୁଳ ପରିମାଣରେ ଟିକା ନଷ୍ଟ ହେଉଛି। ଟିକା ଅପଚୟ ହୋଇଥିବା ରାଜ୍ୟଗୁଡ଼ିକ ମଧ୍ୟରେ ଶୀର୍ଷରେ ରହିଛି…

ଓଡ଼ିଶାରେ ବଢୁଛି ଦୈନିକ ସଂକ୍ରମଣ ହାର:…

ନୂଆଦିଲ୍ଲୀ: ଦେଶରେ ଗତ ଦୁଇ ଦିନ ହେଲା କରୋନା ସଂକ୍ରମଣ ହାରରେ ହ୍ରାସ ପରିଲକ୍ଷିତ ହୋଇଛି। କିନ୍ତୁ ଏହା ଏକ ପ୍ରାରମ୍ଭିକ ଟ୍ରେଣ୍ଡ୍ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯ଼ୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି। ଦେଶର ୧୩ଟି ରାଜ୍ୟରେ ୧ ଲକ୍ଷରୁ ଅଧିକ ସକ୍ରିୟ ମାମଲା, ୬ଟି ରାଜ୍ୟରେ ୫୦ ହଜାରରୁ ୧…