ବର୍ଷା ଓ ବଜ୍ରପାତ ଆଶଙ୍କା, ୧୮ ଜିଲ୍ଲାକୁ…
ଭୁବନେଶ୍ୱର: ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସମ୍ପୃକ୍ତ ଜିଲ୍ଲାଗୁଡ଼ିକରେ ଆସନ୍ତାକାଲି ସକାଳ ଯାଏଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
୧୮ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,…