Odisha Link
Bridging the Missing Links in Odisha

ବର୍ଷା ଓ ବଜ୍ରପାତ ଆଶଙ୍କା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସମ୍ପୃକ୍ତ ଜିଲ୍ଲାଗୁଡ଼ିକରେ ଆସନ୍ତାକାଲି ସକାଳ ଯାଏଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

୧୮ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧକାଳ ଓ ରାୟଗଡ଼ାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.