Odisha Link
Bridging the Missing Links in Odisha

ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲେ ରାଜ୍ୟ ସରକାର। ମେ ୩୧ ଯାଏଁ ରାଜ୍ୟର ସବୁ ସରକାରୀଙ୍କ ଛୁଟି ବାତିଲ କରାଯାଇଛି। ଏ‌ଥିସହ ସମସ୍ତ ସରକାରୀ କର୍ମଚାରୀଙ୍କୁ ହେଡ୍ କ୍ୱାର୍ଟର୍ସ ଛାଡ଼ି ନଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି।

ଏ‌ଥିସହ ଛୁଟି ନେଇଥିବା କର୍ମଚାରୀଙ୍କ ଛୁଟି ମଧ୍ୟ ବାତିଲ୍ କଲେ ରାଜ୍ୟ ସରକାର। ଛୁଟି ନେଇଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ନେଇଛନ୍ତି ସରକାର। ବାତ୍ୟା ୟାସ୍‌ର ମୁକାବିଲା ପାଇଁ ରାଜ୍ୟ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି

Leave A Reply

Your email address will not be published.