Odisha Link
Bridging the Missing Links in Odisha
Daily Archives

May 25, 2021

ଡପଲର ରାଡାରରୁ ଦିଶିଲା ବାତ୍ୟାର ଆଖି

ଭୁବନେଶ୍ବର: ବାତ୍ୟା ‘ୟାସ୍’ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗ ମୁହାଁ ହେଉଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ବିଗତ ୬ ଘଣ୍ଟା ହେଲା ମାଡ଼ି ଆସୁଛି। ପୂର୍ବ-ଦକ୍ଷିଣପୂର୍ବରେ ପାରାଦୀପ ଠାରୁ ୧୬୦ କିଲୋମିଟର ଦୂରରେ ବାତ୍ୟା ‘ୟାସ୍’…

ବାତ୍ୟା ପାଇଁ ରାଜଧାନୀରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ବାତ୍ୟା ୟାସ୍ ପାଇଁ ବୁଧବାର ବନ୍ଦ ରହିବ ଟିକାକରଣ। ରାଜଧାନୀ ଭୁବନେଶ୍ୱର ସହ ରାଉରକେଲା ସହରାଞ୍ଚଳରେ ଆସନ୍ତାକାଲି ଟିକାକରଣ କାର୍ଯ୍ୟକ୍ରମ ବନ୍ଦ ରହିବ। ଏନେଇ ୨ ମହାନଗର ନିଗମ ସୂଚନା ଦେଇଛନ୍ତି। ବିଏମସି ଅଞ୍ଚଳରେ ୨୬ ତାରିଖରେ ଟିକା ନେବା ପାଇଁ ଯେଉଁମାନେ ସ୍ଲଟ୍ ବୁକିଂ କରିଥିଲେ ସେମାନେ…

ବାତ୍ୟା ମୁକାବିଲା: କର୍ତ୍ତବ୍ୟ ସହ ମମତା…

ଭଦ୍ରକ: ସ୍ଥଳଭାଗ ମୁହାଁ ହେଲାଣି ବାତ୍ୟା ୟାସ୍। ବାତ୍ୟା ମୁକାବିଲା ପାଇଁ ସରକାର ଓ ବିଭିନ୍ନ ଜିଲ୍ଲାର ପ୍ରଶାସନିକ ଅଧିକାରୀ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ କରୁଛନ୍ତି। ମହାମାରୀ ବେଳେ ବାତ୍ୟା ମୁକାବିଲା ବଡ ଚାଲେଞ୍ଜ ଥିବା ବେଳେ ଜିରୋ କାଜୁଆଲିଟିକୁ ମନ୍ତ୍ର କରି ମାରାଥନ ପ୍ରସ୍ତୁତି ଚଳାଇଛନ୍ତି…

ଆନ୍ଧ୍ରପ୍ରଦେଶ ଏଚପିସିଏଲ୍ ପ୍ଲାଣ୍ଟରେ…

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶ ମାଲକାପୁରମର ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ୍ ଲିମିଟେଡ୍ (ଏଚପିସିଏଲ୍)ର ଏକ ପ୍ଲାଣ୍ଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ନିଆଁ ଲିଭାଇବା ପାଇଁ ସ୍ଥାନୀୟ ପ୍ରଶାସନ ଜିଲ୍ଲାର ବିଭିନ୍ନ ଶିଳ୍ପ ୟୁନିଟରୁ ଅଗ୍ନିଶମ ବାହିନୀ ପହଞ୍ଚିଛି। ଭାରତୀୟ ନୌସେନାର ଏକ ବିଶେଷଜ୍ଞ ଦଳ…

ଆସନ୍ତାକାଲି ସକାଳେ ଲ୍ୟାଣ୍ଡଫଲ କରିବ…

ଭୁବନେଶ୍ବର: ଅତି ଭୀଷଣ ବାତ୍ୟାର ରୂପ ନେଲାଣି ସାମୁଦ୍ରିକ ବାତ୍ୟା ୟାସ୍। କାଲି ସକାଳୁ ସକାଳୁ ଲ୍ୟାଣ୍ଡଫଲ କରିବ ୟାସ୍। ଘଣ୍ଟାପ୍ରତି ୧୬ କିମି ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ୟାସ୍’। ବାତ୍ୟା ‘ୟାସ୍’ ଦକ୍ଷିଣ-ଦକ୍ଷିଣପୂର୍ବରେ ପାରାଦୀପ ଠାରୁ ୨୦୦ କିଲୋମିଟର ଦୂରରେ ଥିବା ବେଳେ ବାଲେଶ୍ୱର ଠାରୁ ୨୯୦ ଓ…

ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଲା…

ଭୁବନେଶ୍ବର: ଅତି ଭୀଷଣ ବାତ୍ୟାର ରୂପ ନେଲାଣି ସାମୁଦ୍ରିକ ବାତ୍ୟା ୟାସ୍। ଭାରତୀୟ ପାଣିପାଗ ବିଭାଗ ଲହି ସୂଚନା ଦିଆଯାଇଛି। ବର୍ମାର୍ତ୍ତମାନ ବାତ୍ୟା ପାରାଦୀପ ଠାରୁ ୨୦୦ କିମି ଦୂରରେ ରହି ତିବା ବେଳେ ବାଲେଶ୍ୱରରୁ ୨୯୦ କିଲୋମିଟର ଦୂରରେ ରହିଛି। ଘଣ୍ଟା ପ୍ରତି ୧୬ କିମି ବେଗରେ ବାତ୍ୟା ୟାସ୍ ଗତି…

ବାତ୍ୟା ମୁକାବିଲା ବେଳେ ଦୟାକରି ରାଜ୍ୟ…

ଭୁବନେଶ୍ବର: ବାତ୍ୟା ୟାସ୍ ମୁକାବିଲା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମୀକ୍ଷା ବୌଠକରେ ଭିସି ଜରିଆରେ ବିସ୍ତୃତ ବିବରଣୀ ରଖିଛନ୍ତି ମୁଖ୍ୟ ଶାସନ ସଚିବ ଏବଂ ଏସଆରସି। ଏଥିସହ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ନବୀନ…

କର୍ତ୍ତବ୍ୟକୁ ପ୍ରାଥମିକତା:…

ମଥୁରା: କଥାରେ ଅଛି କର୍ତ୍ତବ୍ୟ ହିଁ ଭଗବାନ। ନିଜର କର୍ତ୍ତବ୍ୟକୁ ପ୍ରାଥମିକତା ଦେଇ ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି ମଥୁରାର ଜଣେ ଆମ୍ବୁଲାନ୍ସ ଡ୍ରାଇଭର। ନିଜ ମା'ଙ୍କ ମୃତ୍ୟୁ ଖବର ପାଇବା ପରେ ମଧ୍ୟ ସେ ବିଚଳିତ ନ ହୋଇ କର୍ତ୍ତବ୍ୟରୁ ନ ଓହରି ପ୍ରଥମେ ନିଜ ଦାୟିତ୍ୱ ସମ୍ପାଦନ କରିଛନ୍ତି। ସୂଚନା…

ପାରାଦୀପ ଠାରୁ ୨୨୦ କିମି ଦୂରରେ ବାତ୍ୟା…

ଭୁବନେଶ୍ବର: ସ୍ଥଳଭାଗ ଆଡ଼କୁ ମୁହାଁଉଛି ବାତ୍ୟା ‘ୟାସ୍’। ପ୍ରବଳ ବାତ୍ୟାର ରୂପ ନେଲାଣି ସାମୁଦ୍ରିକ ବାତ୍ୟା ୟାସ୍। ସଂଧ୍ୟା ସୁଦ୍ଧା ଏହା ଅତି ପ୍ରବଳ ବାତ୍ୟାର ରୂପ ନେବ। ବର୍ତ୍ତମାନ ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ ବାତ୍ୟା ପାରାଦୀପ ଠାରୁ ୨୨୦ କିମି ଦୂରରେ ରହିଛି। ବାତ୍ୟା ୟାସ୍‌…

ରିଲିଫ୍ ଏବଂ ଉଦ୍ଧାରକାର୍ଯ୍ୟ ପାଇଁ ଓଡ଼ିଶା…

ଭୁବନେଶ୍ୱର: ସାମୁଦ୍ରିକ ବାତ୍ୟା ‘ୟାସ୍’ ପାଇଁ ନିରନ୍ତର ଉଦ୍ୟମ ଜାରି ରଖିବା ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶାର ମହାମହିମ ରାଜ୍ୟପାଳ ତଥା ଇଣ୍ଡିଆନ ରେଡ଼୍‌କ୍ରସ୍ ସୋସାଇଟି(ଆଇଆରସିଏସ) ଓଡ଼ିଶା ଶାଖାର ସଭାପତି ପ୍ରଫେସର ଗଣେଶୀ ଲାଲଙ୍କ ସହ କଥା ହୋଇ ଓଡ଼ିଶା ରେଡକ୍ରସକୁ…