Odisha Link
Bridging the Missing Links in Odisha
Daily Archives

May 27, 2021

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପୁନରୁଦ୍ଧାର…

ଭୁବନେଶ୍ବର: ଆଜି ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିବା ପରେ ବାତ୍ୟା ପୁନରୁଦ୍ଧାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୭ ଦିନ ମଧ୍ୟରେ ପ୍ରଭାବିତ ଜିଲ୍ଲା ଗୁଡିକରେ ଘରଭଙ୍ଗା କ୍ଷତିର ଆକଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ।  ସମସ୍ତ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟକୁ…

ବର୍ଷା ଆଶଙ୍କା,୫ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ମାଳଦ୍ୱୀପ କମୋରିନ୍ ଅଞ୍ଚଳ ସହ ଦକ୍ଷିଣପଶ୍ଚିମ ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେଉଛି। ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର କେତେକ ଅଞ୍ଚଳରେ ଆଜି ସକାଳୁ ଦକ୍ଷିଣପଶ୍ଚିମ ବାୟୁ ସକ୍ରିୟ ହୋଇଛି। ମେ ୩୧ ସୁଦ୍ଧା…

ଆସନ୍ତା କାଲି ଓଡ଼ିଶା ଆସିବେ ମୋଦି

ନୂଆଦିଲ୍ଲୀ: ଆସନ୍ତା କାଲି ଓଡ଼ିଶା ଆସିବେ ମୋଦି। ବାତ୍ୟା ୟସ୍‌ ପ୍ରଭାବରେ ଓଡିଶାରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିର ସମୀକ୍ଷା ପାଇଁ ଆସନ୍ତାକାଲି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ପ୍ରଥମେ ଭୁବନେଶ୍ୱରରେ ପହଞ୍ଚି ସ୍ଥିତିି ସମୀକ୍ଷା କରିବେ। ଏହାପରେ ଅନ୍ୟାନ୍ୟ ବାତ୍ୟା ପ୍ରଭାବିତ…

ସମ୍ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର: ୪୧ ବର୍ଷିୟ ଜଣେ ବ୍ୟକ୍ତିଙ୍କର ଶରୀରରେ ବିରଳ ଅସ୍ତ୍ରୋପଚାର କରିବାରେ ସଫଳ ହୋଇଛନ୍ତି ସମ୍ ହସ୍ପିଟାଲର ଶଲ୍ୟ ଚିକିତ୍ସକ। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ଆଣ୍ଡ ସମ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଏହି ରୋଗୀଙ୍କର ବାମପଟ ଆଡ୍ରିନାଲ୍ ଗ୍ଲାଣ୍ଡ (କିଡନି…

୨୪ ଘଣ୍ଟା ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ…

ଭୁବନେଶ୍ୱର: ବାତ୍ୟା ‘ୟାସ’ର ପ୍ରଭାବରେ ଉତ୍ତର ଓଡ଼ିଶାରେ ଅନେକ କ୍ଷୟକ୍ଷତି ହୋଇଛି। ବର୍ଷା ପବନରେ ଖରାଦିନିଆ ଫସଲ ନଷ୍ଟ ହୋଇଯାଇଥିବା ବେଳେ ପ୍ରାଣୀ ସମ୍ପଦର ମଧ୍ୟ କ୍ଷତି ଘଟିଛି। ଏନେଇ କୃଷିମନ୍ତ୍ରୀ ଡକ୍ଟର ଅରୁଣ ସାହୁ ଉଚ୍ଚସ୍ତରୀୟ ସମୀକ୍ଷା କରିଥିବା ବେଳେ ୨୪ ଘଣ୍ଟା ମଧ୍ୟରେ କ୍ଷୟକ୍ଷତି…

ବାତ୍ୟାଞ୍ଚଳ ଏରିଏଲ ସର୍ଭେ କରୁଛନ୍ତି…

ଭୁବନେଶ୍ୱର: ବାତ୍ୟାଞ୍ଚଳ ପରିଦର୍ଶନ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆକାଶମାର୍ଗରୁ ବାତ୍ୟା ‘ୟଶ’ ପରର ସ୍ଥିତି ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଭାବିତ ଅଞ୍ଚଳ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରପଡାରେ ସେ ସ୍ଥିତି ଅନୁଧ୍ୟାନ କରୁଛନ୍ତି ମୁଖ୍ୟମନ୍ତ୍ରୀ। ବାତ୍ୟା ପ୍ରଭାବିତ ଜିଲ୍ଲା…

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ: ଜଳ…

ଭୁବନେଶ୍ବର: ରାଜ୍ୟରେ ବାତ୍ୟା ପରେ ବନ୍ୟା ସ୍ଥିତି ନାହିଁ। ଏନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ। ମାତ୍ର ପ୍ରବଳ ବର୍ଷା ଯୋଗୁଁ ନଦୀର ଜଳସ୍ତର ବଢ଼ିଛି। ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଆନନ୍ଦପୁର ପାଖରେ ବୈତରଣୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ବର୍ତ୍ତମାନ…

ମୋତେ ଗିରଫ କରିବା ପାଇଁ କାହାର ସେତିକି…

ନୂଆଦିଲ୍ଲୀ: ଏଲୋପାଥିି ବିରୋଧରେ ବିବାଦୀୟ ମନ୍ତବ୍ୟ ପାଇଁ ରାମଦେବଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ବାବା ରାମଦେବଙ୍କ ବିରୋଧରେ ଦେଶଦ୍ରୋହ ମୋକଦ୍ଦମା କରାଯାଉ ବୋଲି ଦାବି କରାଯାଉଛି। ଏନେଇ ଇଣ୍ଡିଏନ ମେଡିକାଲ ଏସୋସିଏସନ (ଆଇଏମଏ) ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏହି ଦାବି ଜଣାଇଛନ୍ତି। ଏହାର…

ବାତ୍ୟା ପର ସ୍ଥିତିରେ ସୁଧାର ଆସିଲେ ଡୋର…

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଥିବାବେଳେ ଦୀର୍ଘଦିନ ପରେ ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଆଶାତୀତ ଭାବେ ହ୍ରାସ ପାଇଛି। ହଠାତ୍‌ ପଜିଟିଭିଟି ହାର କମିବା ପରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ରାଜ୍ୟରେ କରୋନା ପଜିଟିଭିଟି ହାର କମିଛି।…

ଦେଶର ଆର୍ଥିକ ସ୍ଥିତିରେ ସୁଧାର ପାଇଁ…

ନୂଆଦିଲ୍ଲୀ: କରୋନା ମହାମାରୀ କାରଣରୁ ଦେଶର ଆର୍ଥିକ ଭୁଶୁଡ଼ି ପଡ଼ିଛି। ପ୍ରଥମ ଲହର ଓ ଦ୍ୱିତୀୟ ଲହରରେ ବହୁଲୋକ ଜୀବିକା ହରାଇ ବେରୋଜଗାର ହୋଇଛନ୍ତି। ଅନେକ କମ୍ପାନୀ ମଧ୍ୟ କ୍ଷତି ସହିନପାରି କର୍ମଚାରୀ ଛଟେଇ କରିଛି। ଏବେ ଗରିବ ଲୋକ ଏବଂ ଜୀବିକାକୁ ସୁରକ୍ଷା ଦେବାର ସମୟ ଆସିଛି। ଏଥି ପାଇଁ ସରକାର…