Odisha Link
Bridging the Missing Links in Odisha

ରାଜ୍ୟରେ ୬୭୩୬ ନୂଆ କରୋନା ପଜିଟିଭ୍ ଚିହ୍ନଟ, ୩୪ ମୃତ

ଭୁବନେଶ୍ୱର: ରାଜ୍ୟରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୬୭୩୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୭୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯୬୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୮୮ଜଣ, ବାଲେଶ୍ୱର ଜିଲ୍ଲାରୁ ୭୧ଜଣ, ବରଗଡ଼ ଜିଲ୍ଲାରୁ ୪୦୫ଜଣ, ଭଦ୍ରକ ଜିଲ୍ଲାରୁ ୨୦୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪୪ଜଣ, ବୌଦ୍ଧ ଜିଲ୍ଲାରୁ ୨୬୨ଜଣ, କଟକ ଜିଲ୍ଲାରୁ ୩୬୨ଜଣ, ଦେଓଗଡ଼ ଜିଲ୍ଲାରୁ ୬୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭୮ଜଣ, ଗଜପତି ଜିଲ୍ଲାରୁ ୮୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୬ଜଣ , ଯାଜପୁର ଜିଲ୍ଲାରୁ ୩୭୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ ରହିଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ୫୧୭ଜଣ, କୋରାପୁଟ ଜିଲ୍ଲାରୁ ୨୧୯ଜଣ, ମାଲକାନଗିରି ଜିଲ୍ଲାରୁ ୯୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮୨ଜଣ, ନୟାଗଡ଼ ଜିଲ୍ଲାରୁ ୨୦୭ଜଣ, ନୂଆପଡ଼ା ଜିଲ୍ଲାରୁ ୪୮ଜଣ, ପୁରୀ ଜିଲ୍ଲାରୁ ୨୬୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୦୯ଜଣ, ସୋନପୁର ଜିଲ୍ଲାରୁ ୮୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦୨ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୨୭୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୬୪୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨୩୬୨୮ଜଣ ସୁସ୍ଥ ହୋଇଛନ୍ତି। ଏହାସହ କରୋନାରେ ମୋଟ୍ ମୃତକଙ୍କ ସଂଖ୍ୟା ୨୬୧୮ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ରହିଛି। ଏବେ ସୁଦ୍ଧା ରାଜ୍ୟରେ ୧୧୫୫୨୯୮୫ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.