Odisha Link
Bridging the Missing Links in Odisha
Daily Archives

June 9, 2021

ରାଜ୍ୟରେ ଆଉ ୪୩ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନାଁ ନେଉନି। ଗତ ୨୪ ଘଣ୍ଟା ମଧ୍ୟରେ ୬୦୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା…

ଭାରତର ନିର୍ବାଚନ କମିସନର ଭାବେ ନିଯୁକ୍ତ…

ନୂଆଦିଲ୍ଲୀ: ଭାରତର ନିର୍ବାଚନ କମିସନର୍‌ ଭାବେ ନିଯୁକ୍ତ ହେଲେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ଚନ୍ଦ୍ର ପାଣ୍ଡେ।ଅନୁପଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତି ଦେଇଛନ୍ତି। ଜୁନ୍‌ ୮ ତାରିଖରେ ‘ଦି ଗେଜେଟ୍‌’ରେ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ ଅଛି, ସମ୍ବିଧାନର ଧରା ୩୨୪ (୨)…

ରାଜ୍ୟରେ କମୁଛି ସଂକ୍ରମଣ: ଦିନକରେ ୬୦୧୯…

ଭୁବନେଶ୍ବର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ। ତଳୁମହାଁ ହେବାରେ ଲାଗିଛି କରୋନା ଗ୍ରାଫ୍। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୯୭ ଜଣା ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୬୨୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ…

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍‌ ବୈଠକ। ଅପରାହ୍ନ ୬ଟାରେ ବସିବ କ୍ୟାବିନେଟ୍‌ ବୈଠକ। ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫେରେନ୍ସ ଜରିଆରେ ବୈଠକରେ ସାମିଲ ହେବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…