Odisha Link
Bridging the Missing Links in Odisha

ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ନୀତି ରଞ୍ଜନ ସେନଙ୍କୁ ରାଜ୍ୟ ଶ୍ରମ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

ସେହିପରି ଜ୍ୟୋତିଶଙ୍କର ମହାପାତ୍ରଙ୍କୁ ପୁରୀ ଡିଆରଡିଏର ଅତିରିକ୍ତ ପିଡି, ଶରତ ଚନ୍ଦ୍ର ମହାପାତ୍ରଙ୍କୁ ଯାଜପୁର ଉପଜିଲ୍ଲାପାଳ, ଯୁଗଳେଶ୍ୱରୀ ଦାସଙ୍କୁ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳସଚିବ, ପ୍ରଦୀପ କୁମାର ମିଶ୍ରଙ୍କୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳସଚିବ ଭାବେ ନିଯୁକ୍ତି ଦିଆଯାଇଛି।

Leave A Reply

Your email address will not be published.