Odisha Link
Bridging the Missing Links in Odisha
Daily Archives

June 10, 2021

ରାଜ୍ୟରେ ଦିନକରେ ୬୦୯୭ ଆକ୍ରାନ୍ତ…

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି। କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା ଥମିବାର ନାଁ ନେଉନି। ଗତ ୨୪ ଘଣ୍ଟା ମଧ୍ୟରେ ୬୦୯୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୦୯୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୪୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ…

ଆଜି ପବିତ୍ର ସାବିତ୍ରୀ ବ୍ରତ, ଜାଣନ୍ତୁ…

ଭୁବନେଶ୍ୱର: ଆଜି ପବିତ୍ର ସାବିତ୍ରୀ ବ୍ରତ। ପ୍ରତି ବର୍ଷ ଜ୍ୟେଷ୍ଠ ମାସ ଅମାବାସ୍ୟାରେ ସାବିତ୍ରୀ ବ୍ରତ ପାଳନ କରାଯାଏ। ପୁରାଣ ଅନୁସାରେ ଆଜିର ଦିନରେ ପ୍ରତ୍ୟେକ ସଧବାନାରୀ ସାବିତ୍ରୀ, ଯମଦେବ ଓ ସତ୍ୟବାନକୁ ପୂଜା କରିଥାନ୍ତି। କିମ୍ବଦନ୍ତୀ ଅନୁସାରେ ସାବିତ୍ରୀଙ୍କ ନିଷ୍ଠାପର ପ୍ରାର୍ଥନା ଆଗରେ ମୃତ୍ୟୁ…

ଆଜି ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟପରାଗ,…

ଭୁବନେଶ୍ବର: ଆଜି ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟପରାଗ। ଏହି ସୂର୍ଯ୍ୟଗ୍ରହଣ ସମୟରେ କେତେକ ସ୍ଥାନରେ ବଳାୟକାର ଭାବେ ଦୃଶ୍ୟମାନ ହେବ। ଯାହାକୁ ରିଙ୍ଗ ଅଫ ଫାୟାର ମଧ୍ୟ କୁହାଯାଇଥାଏ। ବଳାୟକାର ସୂର୍ଯ୍ୟପରାଗରେ ଚନ୍ଦ୍ର ସୂର୍ଯ୍ୟର ୯୯ ପ୍ରତିଶତ ଅଂଶକୁ ଢାଙ୍କି ଦେଇଥାଏ ଓ ସୂର୍ଯ୍ୟର ବାହାର ଅଂଶ ଦୃଶ୍ୟମାନ…