Odisha Link
Bridging the Missing Links in Odisha
Daily Archives

June 14, 2021

୩ ଜିଲ୍ଲାରେ ସେରୋ ସର୍ଭେ ପାଇଁ…

ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନାକୁ ମୁକାବିଲା ପାଇଁ ସରକାର ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରୁଛନ୍ତି। ଏହାରି ମଧ୍ୟରେ ୩ ଜିଲ୍ଲାରେ ଚତୁର୍ଥ ପର୍ଯ୍ୟାୟ ସେରୋ ସର୍ଭେ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗଞ୍ଜାମ, ରାୟଗଡା ଓ କୋରାପୁଟ ଜିଲ୍ଲାରେ ସେରୋ ସର୍ଭେ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା…

ନକଲି ଔଷଧ କାରବାରର କ୍ରାଇମବ୍ରାଞ୍ଚ…

ଭୁବନେଶ୍ବର: ରାଜ୍ୟରେ ନକଲି ଔଷଧ କାରବାରର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଆଜି ନକଲି ଔଷଧ କାରବାର ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟରେ ଗତ କିଛି ଦିନ ତଳେ କଟକରୁ ବିପୁଳ ପରିମାଣର ନକଲି ଔଷଧ ଠାବ୍ ହୋଇଥିଲା। ୧୭ ହଜାର ଫାଭିଫିରାଭିର ଟାବଲେଟ୍ ଜବତ…

ବ୍ରିଟେନରୁ ମିଳିଲା ଆଉ ଏକ ଭାଇରସ୍‌…

ନୂଆଦିଲ୍ଲୀ: ସାରାବିଶ୍ୱରେ କରୋନା ମହାମାରୀ କାୟା ବିସ୍ତାର କରିଥିବା ବେଳେ ବର୍ତ୍ତମାନ ବ୍ରିଟେନରେ ଆଉ ଏକ ନୂଆ ଭାଇରସ୍ ସାମ୍ନାକୁ ଆସିଛି। ଏହି ଭାଇରସର ନାମ ‘ମଙ୍କିପକ୍ସ’। ବିଟ୍ରେନର ଉତ୍ତର ୱେଲ୍ସରେ ଗୋଟିଏ ପରିବାରର ୨ ଜଣ ଏହି ରୋଗରେ ଚିହ୍ନଟ ହୋଇଛନ୍ତି। ମାମଲା ସାମ୍ନାକୁ ଆସିବା ପରେ କଣ୍ଟ୍ରାକ୍ଟ…

ରାଜଧାନୀରୁ ଆଉ ୩୨୯ ଆକ୍ରାନ୍ତ ଚିହ୍ନଟ,…

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ ହାର କମିବାରେ ଲାଗୁଛି। ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୨୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

ଏହି ରାଜ୍ୟରେ ପୁଣି ବଢ଼ିଲା ଲକଡାଉନ

କୋଲକାତା: ପଶ୍ଚିମବଙ୍ଗରେ ଆଉ ଦୁଇ ସପ୍ତାହ ବଢ଼ିଲା ଲକଡାଉନ। ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଲାଗିଥିବା ଲକଡାଉନ କଟକଣାକୁ ବଢ଼ାଇଛନ୍ତି। ମାତ୍ର ଅନେକ କ୍ଷେତ୍ରରେ କଟକଣା କୋହଳ କରାଯାଇଛି। ଦୋକାନ ବଜାର ଖୋଲିବାକୁ ସର୍ତ୍ତ ମୂଳକ ଅନୁମତି ମିଳିଛି। ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗରେ ସଂକ୍ରମଣ ବଢ଼ିବା…

ସୁଶାନ୍ତଙ୍କ ଶ୍ରାଦ୍ଧବାର୍ଷିକୀରେ…

ମୁମ୍ବାଇ: ଆଜି ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ବର୍ଷେ ପୂରିଛି। ତାଙ୍କ ଶ୍ରାଦ୍ଧବାର୍ଷିକରେ ରିୟା ଚକ୍ରବର୍ତ୍ତୀ ବେଶ ଭାବବିହ୍ୱଳ ହୋଇଛନ୍ତି। ସୁଶାନ୍ତଙ୍କ ପ୍ରତି ତାଙ୍କ ଭଲପାଇବାକୁ ସେ ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ରିୟା ଆଜି ସୁଶାନ୍ତଙ୍କ ସହ ଉଠାଇଥିବା ଗୋଟିଏ…

ରାଜଧାନୀରେ ଲଭ-ସେକ୍ସ-ଧୋକା ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ସାମ୍ନାକୁ ଆସିଛି ଲଭ-ସେକ୍ସ-ଧୋକା ଘଟଣା। ପ୍ରେମ କରି ପ୍ରତାରଣା ଦେଇଥିବା ଅଭିଯୋଗ ଇନ୍ଫୋସିଟି ଥାନାରେ ହୋଇଥିଲା। ତଦନ୍ତ ପରେ ପ୍ରତାରଣା ଦେଇଥିବା ଯୁବକଙ୍କୁ ଗିରଫ କରିଛି ପୁଲିସ। ସୂଚନା ମୁତାବକ, ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ…

ସମ୍ କୋଭିଡ୍ ହସ୍ପିଟାଲ୍‌ରେ ଗୁରୁତର…

ଭୁବନେଶ୍ୱର: ସମ୍ କୋଭିଡ ହସ୍ପିଟାଲ୍‌ରୁ ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିବାର ତାଲିକା ବେଶ ଲମ୍ବା। ଅନେକ ଗୁରୁତର ବ୍ୟକ୍ତି ସୁସ୍ଥ ହେଉଥିବା ବେଳେ ଭେଂଟିଲେଟର୍‌ରୁ ବାହାରି ସମ୍ପୂର୍ଣ୍ଣ ଭଲ ହୋଇ ଫେରିବାର ମଧ୍ୟ ଅନେକ ନଜିର ରହିଛି। ଏପରିକି ପରିଣତ ବୟସରେ ପହଂଚିଥିବା ଅନେକ ବୟୋଜ୍ୟେଷ୍ଠ…

କରୋନା ପାଇଁ ଓଜେଇଇ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର: କରୋନା ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)କୁ ସ୍ଥଗିତ କରି ଦିଆଯାଇଛି। ଆସନ୍ତା ୧୭ ତାରିଖରେ ଏହି ପରୀକ୍ଷା ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା। ମାତ୍ର ବର୍ତ୍ତମାନ ପରିପ୍ରେକ୍ଷୀରେ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ସହ ପରବର୍ତ୍ତୀ ସମୟରେ ଆୟୋଜନ…

ଅବସରପ୍ରାପ୍ତ ଜିଲ୍ଲାପାଳଙ୍କ ଘରୁ ଶିଶୁ…

ଭୁବନେଶ୍ୱର: ଭୁବନେଶ୍ୱର ଆଇଆରସି ଭିଲେଜ ଅଞ୍ଚଳରୁ ଜଣେ ଅବସରପ୍ରାପ୍ତ ଜିଲ୍ଲାପାଳଙ୍କ ଘରୁ ଜଣେ ୧୨ ବର୍ଷର ନାବାଳିକା ଶିଶୁ ଶ୍ରମିକକୁ ଉଦ୍ଧାର କରାଯାଇଛି। ନୟାପଲ୍ଲୀ ପୁଲିସ୍‌ ସହାୟତାରେ ଚାଇଲ୍ଡ ଲାଇନ୍ ଏହି ନାବାଳିକାକୁ ଉଦ୍ଧାର କରିଛି। ଘରୋଇ କାମ ପାଇଁ ଏହି ଛୋଟ ଝିଅଟିକୁ ବ୍ରହ୍ମପୁରର ଏକ ଗାଁରୁ…