Odisha Link
Bridging the Missing Links in Odisha
Daily Archives

June 17, 2021

କଣ୍ଠଶିଳ୍ପୀ ତପୁ ମିଶ୍ର ଗୁରୁତର,…

ଭୁବନେଶ୍ୱର: ଓଲିଉଡ କଣ୍ଠଶିଳ୍ପୀ ତପୁ ମିଶ୍ର ଗୁରୁତର। କରୋନାରେ ଆକ୍ରାନ୍ତ ହୋଇ ସେ ଗତ କିଛିଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଅକ୍ସିଜେନ୍‌ ଲେବୁଲ୍‌ କମି ଯାଇଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଆଇସିୟୁରେ ରଖାଯାଇ ଚିକିତ୍ସା ଜାରି…

ରାଜ୍ୟରେ ୨୪ଘଣ୍ଟାରେ ୩୯ ଜୀବନ ନେଲା…

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ହାର ଧିରେ ଧିରେ କମୁଥିବା ବେଳେ ମୃତ୍ୟୁହାର ଥମିବାର ନା ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁସଂଖ୍ୟା ୩୪୭୧କୁ ବୃଦ୍ଧି…

ବିଶ୍ବର ଶ୍ରେଷ୍ଠ ୫୦ ସହର ମଧ୍ୟରେ…

ରାଉରକେଲା: ବିଶ୍ବର ଶ୍ରେଷ୍ଠ ୫୦ ସହର ମଧ୍ୟରେ ଓଡ଼ିଶାର ରାଉରକେଲା ସ୍ଥାନିତ। ‘ବ୍ଲୁମ୍‌ବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ରାଉରକେଲା ସହରକୁ ମିଳିଛି ଏହି ସଫଳତା। ପ୍ରତିଯୋଗିତାର ଫାଇନାଲ୍‌କୁ ଯାଇଥିବା ବିଶ୍ୱର ୫୦ଟି ପ୍ରମୁଖ ସହର ମଧ୍ୟରେ ସ୍ଥାନ ପାଇଛି ସ୍ମାର୍ଟ…

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ଦିନକରେ…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ ହାର କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୬୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୬୨ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା…

ବର୍ଷା ଆଶଙ୍କା, ୧୧ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର କାଳବୈଶାଖୀ ନେଇ ଗୁରୁବାର ଦିନ ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ। ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲା ଲାଗି ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ମାଲକାନଗିରି,…

ଆଜିଠୁ ଲକଡାଉନ ଆଂଶିକ କୋହଳ, କ’ଣ ଖୋଲା,…

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଥିବାରୁ ଆଜିଠୁ ଲକଡାଉନ କଟକଣାକୁ ଆଂଶିକ କୋହଳ କରାଯାଇଛି। ସଂକ୍ରମଣ ହାରକୁ ଦେଖି ରାଜ୍ୟର ସମସ୍ତ ଜିଲ୍ଲାକୁ ଦୁଇଟି କାଟାଗୋରୀ ବିଭକ୍ତ କରାଯାଇଛି। ୫ ପ୍ରତିଶତରୁ କମ ସଂକ୍ରମଣ ଥିବା ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାକୁ କାଟାଗୋରୀ ‘ଏ’ରେ…