Odisha Link
Bridging the Missing Links in Odisha
Daily Archives

June 19, 2021

କଟକ ଅଭିମୁଖେ ଦେବାଶିଷ ପାଣିଗ୍ରାହୀଙ୍କ…

ଭୁବନେଶ୍ବର: ପରଲୋକରେ ଓଡ଼ିଶା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ। କରୋନା ସଂକ୍ରମିତ ହେବା ପରେ ଚାଲିଥିଲା ଚିକିତ୍ସା। କୋଲକାତାର ଏକ ସୁପର ସ୍ପେଶାଲିଟି ଚିକିତ୍ସାଧୀନ ଥିବା ବେଳେ ଶୁକ୍ରବାର ରାତି ୧୦ଟା ୪୫ ମିନିଟରେ ତାଙ୍କର ପରଲୋକ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ହୋଇଥିଲା।…

ପଦାର୍ପଣରେ ଇତିହାସ ରଚିଲେ ଶେଫାଳି

ବ୍ରିଷ୍ଟଲ: ପଦାର୍ପଣ ଟେଷ୍ଟରେ ହିଁ ଇତିହାସ ରଚିଛନ୍ତି ଭାରତୀୟ ମହିଳା ଦଳର ଯୁବ ଓପନର ଶେଫାଳି ବର୍ମା। ପ୍ରଥମ ଭାରତୀୟ ଓ ବିଶ୍ବର ୪ର୍ଥ ମହିଳା ଖେଳାଳି ଭାବେ ଡେବ୍ୟୁ ଟେଷ୍ଟର ଉଭୟ ଇନିଂସରେ ଅର୍ଦ୍ଧଶତକୀୟ ଇନିଂସ୍‌ ଖେଳିଛନ୍ତି ଏହି ୧୭ ବର୍ଷିୟ ଖେଳାଳି। ଶେଫାଳି ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚରେ ଏହି…

ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା, ଦିନକରେ…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ତଳମୁହାଁ ହେବାରେ ଲାଗିଛି କରୋନା ସଂକ୍ରମର। ଯାହା ଏକ ଆଶ୍ବସ୍ତିକର ଖବର। ଅନ୍ୟପଟେ ଉପରମୁହାଁ ହେବାରେ ଲାଗିଛି କରୋନା ସଂକ୍ରମଣ। ଦିନକରେ ରାଜ୍ୟରେ ୩୪୨୭ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୨ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା…

ତଳମୁହାଁ କରୋନା ଗ୍ରାଫ୍, ଦିନକରେ ୩୪୨୭…

ଭୁବନେଶ୍ବର: ରାଜ୍ୟ ପାଇଁ ଆଶ୍ବସ୍ତିକର ଖବର। ରାଜ୍ୟରେ ଧୀରେ ଧୀରେ ତଳମୁହାଁ ହେବାରେ କରୋନା ଗ୍ରାଫ। ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୭୩,୯୨୫ରେ…

ଆଖି ବୁଜିଲେ ମିଲ୍‌ଖା ସିଂହ

ନୂଆଦିଲ୍ଲୀ: ଆଉ ନାହାନ୍ତି କିମ୍ବଦନ୍ତୀ ଧାବକ ମିଲଖା ସିଂ। ୯୧ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି। ଶୁକ୍ରବାର ରାତିରେ ତାଙ୍କର ମୃତ୍ୟୁ ହୋଇଛି। ଚଣ୍ଡିଗଡ଼ର ପିଜିଆଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି। ପ୍ରାୟ ମାସେ ହେବ କରୋନାରେ ଆକ୍ରାନ୍ତ ହୋଇଥିଲେ…