Odisha Link
Bridging the Missing Links in Odisha
Daily Archives

June 23, 2021

ଥମୁନି ମୃତ୍ୟୁହାର: ୨୪ଘଣ୍ଟାରେ ୪୬ ଜୀବନ…

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୩୪୫୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭କୁ ବୃଦ୍ଧି ପାଇଛି।…

ରାଜ୍ୟରେ କରୋନା: ଦିନକରେ ୩୪୫୬ ପଜିଟିଭ୍…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୩୪୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୭୩ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୮୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…