Odisha Link
Bridging the Missing Links in Odisha

ଆସନ୍ତା କାଲି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

କଟକ: ଆସନ୍ତା କାଲି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ। ଏହାସହ ଷ୍ଟେଟ୍‌ ଓପନ୍‌ ସ୍କୁଲ୍‌ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। କଟକ BSE ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟା ପରେ  ୱେବ୍‌ସାଇଟ୍‌ରେ ଉପଲ୍ଲବ୍ଧ ହେବ।  ଛାତ୍ରଛାତ୍ରୀମାନେ www.bseodisha.ac.in www.bseodisha.nic.inରେ ରେଜଲ୍ଟ ଚେକ୍‌ କରିପାରିବେ।

Leave A Reply

Your email address will not be published.